Posted inଜାତୀୟ

ଏଣିକି ସପ୍ତାହରେ ୫ ଦିନ କାମ କରିବେ ସରକାରୀ କର୍ମଚାରୀ

ରାୟପୁର,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଛତିଶଗଡ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କହିଛନ୍ତି, ଏଣକି ରାଜ୍ୟ ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ସପ୍ତାହରେ ମାତ୍ର ପାଞ୍ଚ ଦିନ କାମ କରିବାକୁ ପଡିବ। ଏହା ବ୍ୟତୀତ ମହିଳା ସୁରକ୍ଷା ପାଇଁ ପ୍ରତ୍ୟେକ ଜିଲାରେ ମହିଳା ସୁରକ୍ଷା ସେଲ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ରାଜ୍ୟରେ ତୀରନ୍ଦାଜକୁ ଉତ୍ସାହିତ କରିବା ପାଇଁ ଶହୀଦ ଗୁଣ୍ଡାଥୁର ରାଜ୍ୟ ସ୍ତରୀୟ ତୀରନ୍ଦାଜ ଏକାଡେମୀ ମଧ୍ୟ ଆରମ୍ଭ ହେବ। ଏହା ବ୍ୟତୀତ, ଅନ୍ୟ ପଛୁଆ ଶ୍ରେଣୀର ଉଦ୍ୟୋଗ ବିକାଶ ପାଇଁ ୧୦ ପ୍ରତିଶତ ପ୍ଲଟ ମଧ୍ୟ ସଂରକ୍ଷିତ ରହିବ।
ଚାଷୀଙ୍କ ପାଇଁ ଏକ ଘୋଷଣା କରି ବାଘେଲ କହିଛନ୍ତି, ଖରିଫ ବର୍ଷ ୨୦୨୨-୨୩ରୁ ରାଜ୍ୟରେ ଏମଏସପିରେ ଡାଲି ଫସଲ ମଧ୍ୟ କିଣାଯିବ। ଏଥି ସହିତ ଶ୍ରମ ପରିବାରର ଝିଅମାନଙ୍କ ପାଇଁ ସଶକ୍ତିକରଣ ସହାୟତା ଯୋଜନା ଆରମ୍ଭ ହେବ। ଏହା ଅଧୀନରେ ଦୁଇ ଝିଅଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦-୨୦ ହଜାର ଟଙ୍କା ରାଶି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri