ମାଗଣାରେ ଶିକ୍ଷାଦାନ କରିବେ ଏହି ଶିକ୍ଷକ, କହିଲେ ଅବସର ପରେ…

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ପାଣି ଛତରଠାରେ ଜିଲାର ଅବସରପ୍ରାପ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଏକ ସଂକଳ୍ପ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ସଂଘର ସଂଯୋଜକ କପିଲ ବାଗ୍‌ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅବସର ଗ୍ରହଣ ପରେ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଅବୈତନିକ ଭାବେ ଆବଶ୍ୟକ ଥିବା ବିଦ୍ୟାଳୟମାନଙ୍କରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ବିଷୟରେ ଶିକ୍ଷାଦାନ କରିବାକୁ ଆଗେଇ ଆସିବା ଉଚିତ୍‌ ବୋଲି ଆହ୍ବାନ ଦେଇଥିଲେ। ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତଥା ବିଶିଷ୍ଟ ସାଧନକର୍ମୀ ମୁହୁରିଆ ପ୍ରଧାନ ଶିକ୍ଷା ବିତରଣରେ ହିଁ ବୃଦ୍ଧି ପାଇଥାଏ। ତେଣୁ ଅବସର ପରେ ଅବୈତନିକ ଶିକ୍ଷାଦାନଠାରୁ ଆଉ ବଡ଼ ପୁଣ୍ୟ କିଛି ନାହିଁ ବୋଲି ଉଲ୍ଲେଖ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ମୀନା ପଣ୍ଡା, ଦିବ୍ୟକାନ୍ତି ଭୋଇ, ଶିକ୍ଷକ ଡାକ୍ତର ଭୋଇ, ସୁଧାଂଶୁ ଶେଖର ସାହୁ, ଡ. ଡୋଳାମଣି ଶତପଥୀ ପ୍ରମୁଖ ଯୋଗ ଦେଇ ଛାତ୍ରୀଛାତ୍ରଙ୍କୁ ଅବୈତନିକ ଶିକ୍ଷାଦାନ କରିବା ପାଇଁ ସାମୂହିକ ସଂକଳ୍ପ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri