ମାଗଣାରେ ଶିକ୍ଷାଦାନ କରିବେ ଏହି ଶିକ୍ଷକ, କହିଲେ ଅବସର ପରେ…

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ପାଣି ଛତରଠାରେ ଜିଲାର ଅବସରପ୍ରାପ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଏକ ସଂକଳ୍ପ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ସଂଘର ସଂଯୋଜକ କପିଲ ବାଗ୍‌ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅବସର ଗ୍ରହଣ ପରେ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଅବୈତନିକ ଭାବେ ଆବଶ୍ୟକ ଥିବା ବିଦ୍ୟାଳୟମାନଙ୍କରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ବିଷୟରେ ଶିକ୍ଷାଦାନ କରିବାକୁ ଆଗେଇ ଆସିବା ଉଚିତ୍‌ ବୋଲି ଆହ୍ବାନ ଦେଇଥିଲେ। ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତଥା ବିଶିଷ୍ଟ ସାଧନକର୍ମୀ ମୁହୁରିଆ ପ୍ରଧାନ ଶିକ୍ଷା ବିତରଣରେ ହିଁ ବୃଦ୍ଧି ପାଇଥାଏ। ତେଣୁ ଅବସର ପରେ ଅବୈତନିକ ଶିକ୍ଷାଦାନଠାରୁ ଆଉ ବଡ଼ ପୁଣ୍ୟ କିଛି ନାହିଁ ବୋଲି ଉଲ୍ଲେଖ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ମୀନା ପଣ୍ଡା, ଦିବ୍ୟକାନ୍ତି ଭୋଇ, ଶିକ୍ଷକ ଡାକ୍ତର ଭୋଇ, ସୁଧାଂଶୁ ଶେଖର ସାହୁ, ଡ. ଡୋଳାମଣି ଶତପଥୀ ପ୍ରମୁଖ ଯୋଗ ଦେଇ ଛାତ୍ରୀଛାତ୍ରଙ୍କୁ ଅବୈତନିକ ଶିକ୍ଷାଦାନ କରିବା ପାଇଁ ସାମୂହିକ ସଂକଳ୍ପ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ଚାଲାଣ ରୋକିବା ଉପରେ ଅଭିନବ ପ୍ରୟାସ କଲା ବଲାଙ୍ଗୀର ପୋଲିସ, ଏହି ସବୁ ଅଞ୍ଚଳ ଦେଇ…

ବଲାଙ୍ଗୀର, ୧।୫ (ସୁନିଲ କୁମାର ମହାନ୍ତି) : ଶ୍ରମିକ ଚାଲାଣ ରୋକିବା ଏବଂ ଶ୍ରମିକମାନଙ୍କୁ ବନ୍ଧନ ଶ୍ରମରେ ଠେଲି ହେବାରୁ ରୋକିବା ପାଇଁ, ବଲାଙ୍ଗୀର ପୋଲିସ ଗୁରୁବାର…

ବିରାଟ କୋହଲିଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯିବ କି? ଅମ୍ପାୟାରଙ୍କ ସହ ଝଗଡ଼ା ପାଇଁ…

ନୂଆଦିଲ୍ଲୀ,୧।୫: IPL 2026 ର 42 ତମ ମ୍ୟାଚ ସମୟରେ, ଏକ ଲାଇଭ ଖେଳ ସମୟରେ ବିରାଟ କୋହଲି ପଡ଼ିଆର ମଝିରେ ଜଣେ ଅମ୍ପାୟାରଙ୍କ ସହ ମୁହାଁମୁହିଁ…

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

ମୋ ଜେଜେବାପା ଜଣେ ‘ଭଲ ବ୍ୟକ୍ତି’ ନୁହଁନ୍ତି..ଦୁଃଖ ବଖାଣିଲେ ଟ୍ରମ୍ପଙ୍କ ନାତୁଣୀ

ଓ୍ବାଶିଂଟନ୍‌,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାତୁଣୀ କାଇ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଜଣେ ପ୍ରମୁଖ ଏବଂ ପ୍ରଭାବଶାଳୀ…

କାଳସାଜିଲା କାଳବୈଶାଖୀ: ରାତିସାରା ତାଣ୍ଡବ ରଚିଲା, ଭାଙ୍ଗିଲା ବଡ଼ ବଡ଼ ଗଛ, ଯାତାୟାତ ଠପ୍‌

କୃଷ୍ଣପ୍ରସାଦ,୧।୫ (କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ। ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ…

ଅଧରାତିରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଭିତରେ ପଶିଲେ ମମତା: ୩ ଘଣ୍ଟା ପରେ ସେଠାରୁ ବାହାରି କହିଲେ, ଜୀବନ-ମୃତ୍ୟୁ…

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି 

ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ…

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri