Posted inଖେଳ

ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୫-୦ରେ ସିରିଜ ଜିତିଲା ଏହି ଦଳ

ମାଞ୍ଚେଷ୍ଟର, ୧।୧୦: ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଏଠାରେ ଅନୁଷ୍ଠିତ ଅନ୍ତିମ ତଥା ୫ମ ଟି୨୦ ମ୍ୟାଚ୍‌କୁ ଇଂଲଣ୍ଡ ୩ ଉଇକେଟ୍‌ରେ ବିଜୟୀ ଲାଭ କରିଛି। ବର୍ଷା ଲାଗି ସିରିଜର ଏହି ଅନ୍ତିମ ମୁକାବିଲାକୁ ୫ ଓଭର ବିଶିଷ୍ଟ କରାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ଓ୍ବେଷ୍ଟଇଣ୍ଡିଜ ମହିଳା କ୍ରିକେଟ୍‌ ଦଳ ନିର୍ଦ୍ଧାରିତ ଓଭରରେ ୩ ଉଇକେଟ୍‌ ହରାଇ ୪୧ ରନ୍‌ ସଂଗ୍ରହ କରିଥିଲା। ଜବାବରେ ଘରୋଇ ଇଂଲଣ୍ଡ ମହିଳା କ୍ରିକେଟ୍‌ ଦଳ ୪.୩ ଓଭରରେ ୭ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ବିଜୟ ସହ ଇଂଲଣ୍ଡ ୫ ମ୍ୟାଚ୍‌ବିଶିଷ୍ଟ ସିରିଜକୁ ୫-୦ରେ କ୍ଲିନ୍‌ ସୁଇପ୍‌ କରିନେଇଛି। ଏଠାରେ ଉଲ୍ଲେଖଯୋଗ୍ୟ, ପ୍ରଥମଥର ଲାଗି କୌଣସି ମହିଳା ଟି୨୦ କ୍ରିକେଟ୍‌ ମ୍ୟାଚ୍‌କୁ ୫ ଓଭର ବିଶିଷ୍ଟ କରାଯାଇ ଖେଳାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନକ୍‌ ଆଉଟ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ଗମ୍ଭାରୀଗୁଡ଼ା, କର୍ଲାକୋଟ ବିଜୟୀ

କୋକସରା,୬।୧: କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ପଞ୍ଚାୟତ କୁସୁମଖୁଣ୍ଟି ମିନିଷ୍ଟାଡିୟମରେ ବୁଧବାର ମା’ ଆଦିଶକ୍ତି ନକ୍‌ଆଉଟ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ପ୍ରଥମ...

୩ ସ୍ବେଟର୍‌ ପିନ୍ଧି ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ପୁରସ୍କାର ନେବାକୁ ଆସିଲେ ଚହଲ: କାରଣ ଜାଣିଲେ…

ଡବଲିନ୍‌,୨୭।୬: ଅନ୍ତର୍ଜାତୀୟ କ୍ରିକେଟରେ ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକତ୍ୱ ଏକ ବିଜୟରୁ ଆରମ୍ଭ କରିଛନ୍ତି। ତାଙ୍କ ନେତୃତ୍ୱରେ ଭାରତ ୨ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ...

ଇନ୍‌ଷ୍ଟାଗ୍ରାମ୍‌ରେ ରୋନାଲ୍ଡୋଙ୍କ ଫଲୋଅର୍ସ ସଂଖ୍ୟା ୨୦ କୋଟି ଟପିଲା

ଲିସବନ୍‌,୩୦।୧: ଇନ୍‌ଷ୍ଟାଗ୍ରାମ୍‌ରେ ପର୍ତ୍ତୁଗାଲର ଫୁଟବଲ ତାରକା କ୍ରିଷ୍ଟିୟାନୋ ରୋନାଲ୍ଡୋଙ୍କ ଫଲୋଅର୍ସ ସଂଖ୍ୟା ୨୦ କୋଟି ଟପିଛି। ଏଭଳି ଉପଲବ୍ଧି ହାସଲ କରିଥିବା ସେ ପ୍ରଥମ ବ୍ୟକ୍ତି...

ନାଭାଲ ଟାଟା ହକି ଏକାଡେମୀ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୮ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରୀଡ଼ା ଇତିହାସରେ ମଙ୍ଗଳବାର ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଟାଟା ଷ୍ଟିଲ୍‌, ଟାଟା ଟ୍ରଷ୍ଟସ ଓ...

ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୨୨।୫(ପି.ଟି.): ଜଣାଶୁଣା ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜ ୮୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବକ୍ସିଂରେ ସେ ଭାରତର ପ୍ରଥମ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଜିତିଥିଲେ।...

ଭାରତ କବ୍ଜାରେ ବକ୍ସିଂ ଡେ’ ଟେଷ୍ଟ

ମେଲବୋର୍ନ,୨୮।୧୨: ଭାରତ ବନାମ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଭାରତ କବ୍ଜାରେ ରହିଛି। ଟେଷ୍ଟର ତୃତୀୟ ଦିନରେ ଭାରତ ୧୩୧ ରନର...

ପ୍ରଶଂସକଙ୍କୁ ଦ୍ୱନ୍ଦରେ ପକାଇଲେ କୋହଲି

ମୁମ୍ବାଇ,୨୦।୨:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ରବିବାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିଛନ୍ତି। ଫଟୋରେ କୋହଲିଙ୍କ ସମେତ ୧୦ ଜଣ...

କ୍ରିକେଟ ଇତିହାସରେ ପ୍ରଥମ

ଆଇସିସିର ନୂଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଏହା ହେଉଛି ପ୍ରଥମ ଟେଷ୍ଟ। ଫଳରେ ଟେଷ୍ଟ କ୍ରିକେଟର ୧୪୨ ବର୍ଷ ଇତିହାସରେ ପ୍ରଥମଥରପାଇଁ ଖେଳାଳିମାନେ ସେମାନଙ୍କ ନାମ...

Advertisement
Archives

Model This Week