କରୋନା ସଂକ୍ରମଣରୁ ଦୂରେଇ ରଖେ ଏହି ଥେରାପି…

ମନରେ ଯୁବ ସୁଲଭ ଭାବନା ଜାଗ୍ରତ ହେଲେ ବୟସ ବଢ଼ିଲେ ବି ଶରୀର ସୁସ୍ଥ ରହିଥାଏ। ମ୍ୟୁଜିକ୍‌ ଥେରାପି ଦ୍ୱାରା ବ୍ୟକ୍ତିଙ୍କଠାରେ ଏଭଳି ସ୍ଥିତି ସୃଷ୍ଟି ହୋଇଥାଏ। ମ୍ୟୁଜିକ୍‌ ଥେରାପି ମସ୍ତିଷ୍କ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ। ଫଳରେ ହାଇପୋଥାଲାମସ୍‌ର ନିର୍ଦ୍ଦେଶରେ ଉପଯୋଗୀ ରାସାୟନିକ ପଦାର୍ଥ ସହିତ ଭିଟାମିନ୍‌-ଇ ଥିବା କେତେକ ହରମୋନ୍‌ କ୍ଷରଣ ହୋଇଥାଏ। ଏସବୁ ହରମୋନ୍‌ ଏଜିଂ ସମସ୍ୟାକୁ ଦୂର କରେ। ସାଧାରଣତଃ ବୟସ ବଢ଼ିବା ସହିତ ତ୍ୱଚାରେ ଭାଙ୍ଗ ସୃଷ୍ଟି ହୋଇଥାଏ। ମାତ୍ର ଭିଟାମିନ୍‌-ଇ ତ୍ୱଚାରେ ଭାଙ୍ଗ ସୃଷ୍ଟି ହେବାକୁ ଦେଇ ନ ଥାଏ ଓ ମନକୁ ସବୁବେଳେ ପ୍ରଫୁଲ୍ଲ ରଖିଥାଏ। ମ୍ୟୁଜିକ୍‌ ଥେରାପି ନେଉଥିବା ବ୍ୟକ୍ତିଙ୍କ ଭାବନା ସବୁବେଳେ କୋମଳ ରହିଥାଏ। ସେମାନେ ଅନ୍ୟମାନଙ୍କ ପ୍ରତି କଠୋର ମନୋଭାବ ପୋଷଣ କରି ନ ଥାନ୍ତି। ମ୍ୟୁଜିକ୍‌ ଥେରାପି ଯୋଗୁ ସୃଷ୍ଟି ହେଉଥିବା କମ୍ପନ ଦ୍ୱାରା ଶରୀରର ବିଭିନ୍ନ ଆଡ୍ରାନାଲିନ୍‌ ହରମୋନ୍‌ କ୍ଷରଣ ଉପରେ ପ୍ରଭାବ ପଡ଼ିଥାଏ। ଫଳରେ ମାନସିକ ଚାପ ଦୂରେଇ ଯାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ମତପୋଷଣ କରିଥାନ୍ତି। ସମ୍ପ୍ରତି ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ସଂକ୍ରମଣରୁ ମଧ୍ୟ ଏହି ଥେରାପି ଯୋଗୁ ମୁକ୍ତି ମିଳିଥାଏ। ମନ ଚାପମୁକ୍ତ ରହିଲେ କରୋନା ଆକ୍ରାନ୍ତ ଶୀଘ୍ର ସୁସ୍ଥ ହୋଇ ପାରିଥାନ୍ତି ବୋଲି ବିଶେଷଜ୍ଞ ମତପୋଷଣ କରିଥାନ୍ତି। ତେଣୁ କରୋନା ଆକ୍ରାନ୍ତ ପ୍ରତିଦିନ କିଛି ସମୟ ଗୀତ ଶୁଣିଲେ ସକାରାତ୍ମକ ସ୍ଥିତି ସୃଷ୍ଟି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ସୁଖ, ଶାନ୍ତି ଚାହୁଁଛନ୍ତି କି? ଏସବୁ କରିବାକୁ ଭୁଲନ୍ତୁ ନାହିଁ..

ହିନ୍ଦୁଧର୍ମ ଅନୁସାରେ ଏପରି କିଛି ବିଶ୍ୱାସ ରହିଛି ଯାହାକୁ ଏଯାଏଁ ମଧ୍ୟ ଲୋକ ମାନି ଆସୁଛନ୍ତି। ଘରେ କିଛି ଜିନିଷ ରଖିବା ଦ୍ୱାରା ସୁଖ, ଶାନ୍ତି,...

ଜନଜାତି ସାମଗ୍ରୀର ନୂଆ ଠିକଣା ‘ଆଦିଶା’

ମାଣ୍ଡିଆ ଚୂନାରୁ ଆରମ୍ଭ କରି ଶାଳଫୁଲ ଚାଉଳ ପର୍ଯ୍ୟନ୍ତ କଳା ତୁଳସୀ ପାଉଡରରୁ ପାଳୁଅ ଚୂନା ପର୍ଯ୍ୟନ୍ତ ଓଡ଼ିଶାର ଆଦିମ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ...

ବିବାହିତ ଥିଲେ କେବେ ବି ଭୁଲନ୍ତୁ ନାହିଁ ଚାଣକ୍ୟଙ୍କ ଏସବୁ କଥା: ଉଣା ହେବ ନାହିଁ…

ଜୀବନସାଥୀଙ୍କ ପ୍ରେମ ଓ ସମର୍ପଣ ପାଇଥିବା ବ୍ୟକ୍ତି ଦୁନିଆର ସବୁଠାରୁ ସୁଖୀ। ଘରେ ଖୁସିରେ ରହୁଥିବା ବ୍ୟକ୍ତିର ଜୀବନରେ କେବେ ବି ଦୁଃଖ ଏବଂ ଅଶାନ୍ତି...

ରକ୍ତ ଶର୍କରା ଅଂଶ କମ୍‌ କରେ କଞ୍ଚାଲଙ୍କା

କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ...

କାର୍ଡିଗାନ୍‌ ଫ୍ୟାଶନ୍‌

କାର୍ଡିଗାନ୍‌ ଏକପ୍ରକାର ସ୍ବେଟର୍‌, ଯାହାର ଲୁକ୍‌ ପ୍ରାୟତଃ ଜ୍ୟାକେଟ୍‌ ପରି। କିଛି କାର୍ଡିଗାନ୍‌ର ଫ୍ରଣ୍ଟରେ ବଟନ୍‌ ଥାଏ ତ କିଛି ଥାଏ ସମ୍ପୂର୍ଣ୍ଣ ଓପନ୍‌। ବିଭିନ୍ନ...

ତୈଳୀୟ ତ୍ୱଚାର ଯତ୍ନ

ଋତୁ ବଦଳିବା ମାତ୍ରେ ତା’ର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ବିଶେଷ କରି ବର୍ଷାଦିନେ ତୈଳୀୟ ତ୍ୱଚାରେ ବ୍ରଣ ଏବଂ ଲାଲ୍‌ ଦାନା ଭଳି ଫଳିଯାଏ।...

ଏସିଡିଟିରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧା ଗ୍ଲାସେ…

ସକାଳେ ଜିରା ମିଶା ଗୁଡ଼ପାଣି ପିଇଲେ ବହୁ ଉପକାର ହୋଇଥାଏ। ଏହା ଦ୍ୱାରା ପାଚନକ୍ରିୟା ସ୍ବାଭାବିକ ହେବା ସହିତ ରକ୍ତହୀନତାରୁ ମୁକ୍ତି ମିଳେ। ଏହା କୋଲେଷ୍ଟରଲସ୍ତର...

ଆପଣଙ୍କ ଖୁସିକୁ ବରବାଦ କରୁଛି କି ଏହି ୪ ଅଭ୍ୟାସ! ଯେତେ ଶୀଘ୍ର ପାରୁଛନ୍ତି ଛାଡ଼ନ୍ତୁ…

ଜୀବନରେ ଖୁସିରେ ରହିବାକୁ ହେଲେ ନିଜକୁ ସକାରାତ୍ମକ ରଖିବା ଜରୁରୀ। ଅନେକ ଥର ଚାହୁଁ ନ ଥିଲେ ବି ନକାରାତ୍ମକ ଚିନ୍ତାଧାରା ଘେରି ବସେ। ମନରେ...

Advertisement
Archives

Model This Week