ଯୁକ୍ତ ୨ରେ ଏଥର ମଧ୍ୟ ତ୍ରୈମାସିକ ପରୀକ୍ଷା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଗତ ବର୍ଷ ଭଳି ଏଥର ମଧ୍ୟ ଯୁକ୍ତ ୨ରେ ତ୍ରୈମାସିକ ପରୀକ୍ଷା ହେବ। ଏନେଇ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷଙ୍କୁ ଚିଠି ଲେଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ଅବଗତ କରିଛି। ୨୦୨୨-୨୩ ଶିକ୍ଷା ବର୍ଷରେ ତ୍ରୈମାସିକ ପରୀକ୍ଷା ପାଇଁ ଏଥିରେ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଆବଶ୍ୟକୀୟ ପଦକ୍ଷେପ ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି।

ତେବେ ଜୁନ ୧୮ରୁ କଲେଜ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତ୍ରୈମାସିକ ପରୀକ୍ଷା ହେବ କି ନାହିଁ ସ୍ପଷ୍ଟ କରିନଥିଲା। ଫଳରେ ଛାତ୍ରୀଛାତ୍ରମାନେ ଚିନ୍ତାରେ ଥିଲେ। ଏନେଇ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ଏହାପରେ ବିଭାଗ ପକ୍ଷରୁ ତ୍ରୈମାସିକ ପରୀକ୍ଷା କରାଯିବ ବୋଲି ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri