ଏଥର ସଡ଼କ ସୁରକ୍ଷା ଆଇନ ଉଲ୍ଲଂଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏଥର ସଡ଼କ ସୁରକ୍ଷା ଆଇନ ଉଲ୍ଲଂଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ। ଏ ନେଇ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଟ୍ରାନ୍ସପୋର୍ଟ କମିଶନର ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟ କମିଟିର ନିର୍ଦ୍ଦେଶ ଲାଗୁ କରିବାକୁ ଚିଠିରେ ଲେଖାଯାଇଛି। ୩ ମାସ ଯାଏଁ ଅସ୍ଥାୟୀ ଭାବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମ ଥର ଉଲ୍ଲଂଘନ ହେଲେ ମଧ୍ୟ ୩ ମାସ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ। ଧାର୍ଯ୍ୟ ନିୟମଠାରୁ ଅଧିକ ବେଗରେ ଗାଡ଼ି ଚଳାଇଲେ ଲାଇସେନ୍ସ ରଦ୍ଦ ହେବ। ଓଭରଲୋଡ କିମ୍ବା ମଦ୍ୟପାନ କରି ଗାଡ଼ି ଚାଳନା କଲେ ଲାଇସେନ୍ସ ରଦ୍ଦ ହେବ। ଗାଡ଼ି ଚଳାଇବା ବେଳେ ହେଲମେଟ ପିନ୍ଧି ନ ଥିଲେ, ମୋବାଇଲ ବ୍ୟବହାର କରୁଥିଲେ, ରେଡ ଲାଇଟ ଉଲ୍ଲଙ୍ଘନ, ରଙ୍ଗ ରୁଟ୍‌ରେ ଡ୍ରାଇଭ କଲେ ଲାଇସେନ୍ସ ରଦ୍ଦ ହେବ। ଆଇନ ଉଲ୍ଲଂଘନ କ୍ଷେତ୍ରରେ ତୁରନ୍ତ କାର୍ଯ୍ୟାଷ୍ଠାନ ପାଇଁ ଚିଠିରେ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ସମାରିଟାନ ନାମ ସୁପାରିସ କରିବ ପୋଲିସ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବଢ଼ିଚାଲିଛି। ଦୁର୍ଘଟଣାଗ୍ରସ୍ତଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇବାରେ ବିଳମ୍ବ ହେଉଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଦୁର୍ଘଟଣାରେ ଆହତଙ୍କୁ...

୬ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ୬ ଜଣ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଏବଂ ଅପାରଗତା ପାଇଁ ଏଭଳି...

ବିଜେଡି ହାତରେ ବାଲେଶ୍ୱର, ତିର୍ତ୍ତୋଲ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଉଭୟ ଆସନରେ ବିଜୟୀ ହୋଇ ଦଳ ନିଜର ପ୍ରତିିପତ୍ତି ପୁଣି ଜାହିର କରିଛି।...

ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ଧାର୍ଯ୍ୟ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ତାରିଖ ଘୋଷଣା କରାଯିବା ପରେ ଏହାକୁ ନେଇ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନରେ ମାତ୍ରାଧିକ ଖର୍ଚ୍ଚ ଏଡ଼ାଇବାକୁ...

ଘରୋଇ ବିମାନ ଉଡ଼ାଣ ପାଇଁ ଯୋଗାଇ ଦିଆଯିବ ୧% ଭାଟ୍‌ରେ ଇନ୍ଧନ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭୁବନେଶ୍ୱର ଏୟାରଲାଇନ୍ସ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ...

ଆଜିଠାରୁ ପ୍ରଥମ ସପ୍ତଶଯ୍ୟା ମହୋତ୍ସବ

ଢେଙ୍କାନାଳ ଅଫିସ, ୧୦।୬ ଢେଙ୍କାନାଳ ଜିଲା କଳାକୃତି ଗ୍ରାମ ସଦେଇବେରେଣୀରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ପ୍ରଥମ ସପ୍ତଶଯ୍ୟା ହସ୍ତଶିଳ୍ପ ଓ ସାଂସ୍କୃତିକ ମହୋତ୍ସବ। ଜିଲା ପ୍ରଶାସନ,...

ଭାରିଯାନ ଚଳାଚଳ ବନ୍ଦ ଦାବି :ପ୍ରଶାସନ ପକ୍ଷରୁ ତ୍ରିପାକ୍ଷିକ ଆଲୋଚନା ବୈଠକ

ଛତ୍ରପୁର,୧୬ା୭(ଡି.ଏନ.ଏ)-ଛତ୍ରପୁର ବ୍ଲକ କାଳିଆବାଲି ଛକଠାରୁ ମାଟିଖାଲ ରାସ୍ତାରେ ଗୋପାଳପୁର ପୋର୍ଟର ଭାରୀଯାନ ଚଳାଚଳ ବନ୍ଦ ଓ ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଶନିବାର ଲୋକେ ରାସ୍ତା...

ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍‌ ନେଇ ସ୍ପଷ୍ଟ ହୋଇନି: ଡିଜିପି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି...

Advertisement
Archives

Model This Week