ଏଥର ବିବାହ ଭୋଜିରେ ପ୍ୟାକେଟ ଖାଦ୍ୟ: ଗଞ୍ଜାମ ଜିଲାପାଳ

ଗଞ୍ଜାମ, ୫।୪(ଡି.ଏନ୍‌.ଏ): କରୋନା ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଛି। ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମ୍ନାକୁ ଆସୁଛି । ଏବେ କରୋନା ସଂକ୍ରମଣ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ଏବେ ବିବାହ ଭୋଜିରେ ପ୍ୟାକେଟ ଖାଦ୍ୟ ପରିବେଷଣ ଲାଗି ନିର୍ଦ୍ଦେଶ ଦିଆଯାଇଛି । ତେବେ ଏହା ରାଜ୍ୟର ସବୁ ଅଞ୍ଚଳରେ ନୁହେଁ ।
ଗଞ୍ଜାମ କୋଭିଡ୍‌ କଟକଣାରେ ଆଉ କିଛି ନୂଆ ନିୟମ ଲାଗୁ କରାଯାଇଛି। କୋଭିଡ ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏଥର ବିବାହ ଭୋଜିରେ ପ୍ୟାକେଟ ଖାଦ୍ୟ ପରିବେଷଣ ଲାଗି ନିର୍ଦ୍ଦେଶ ଦିଆଯାଇଛି । ଯଦି କୌଣସି ବ୍ୟକ୍ତି ଏହି ନିର୍ଦ୍ଦେଶକୁ ଉଲ୍ଲଂଘନ କରନ୍ତି, ତେବେ ସେମାନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି
ଅପରପକ୍ଷେ ଜିଲାରେ ସୋମବାର ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ୧୨ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨୧ହଜାର ୭୧୪ଜଣ ସୁସ୍ଥ ହୋଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?