ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର। ରାଜ୍ୟର ତାତି ଯେତେ ଉପରମୁହାଁ ହେଉଛି ରାଜ୍ୟ ରାଜନୀତି ସେତିକି ଜମୁଛି। ତେବେ ଏଥର ଧାମନଗରରେ ଲଢେଇ ଜମିବ ବୋଲି ଚା ଖଟିଠୁ ଆରମ୍ଭ କରି ରାଜନୈତିକ ମହଲରେ ଚର୍ଚ୍ଚା ହେଲାଣି।

କାରଣ ଏଥର ମୁହାଁମୁହିଁ ହେବେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଜେଡି ପ୍ରାର୍ଥୀ ସଂଜୟ ଦାସ । ସୂର୍ଯ୍ୟବଂଶୀ ସୂରଜ ଇଞ୍ଜିନିୟରିଂ ପେଷାରୁ ରାଜନୀତିକୁ ଆସିଥିବାବେଳେ ସଂଜୟ ଦାସ, ଡାକ୍ତରୀ ପେଷାରୁ ପିଲିଟିକ୍ସରେ ଏଣ୍ଟ୍ରି ମାରିଛନ୍ତି । ନିଜ ନିଜ ପେଷାରେ ସଫଳତାର ଶୀର୍ଷରେ ପହଞ୍ଚିବା ପରେ ଏବେ ରାଜନୀତି ଜରିଆରେ ଜନସେବା କରିବାକୁ ମଇଦାନକୁ ଓହ୍ଲାଇଛନ୍ତି । ଭାଜପା ପ୍ରାର୍ଥୀ, ସୂର୍ଯ୍ୟବଂଶୀ ସୂରଜ ମୋଦୀ ଗ୍ୟାରେଣ୍ଟିର ବାର୍ତ୍ତା ନେଇ ଲୋକଙ୍କ ପାଖକୁ ଯାଉଥିବାବେଳେ ବିକଶିତ ଓ ନାରା ଦେଉଛନ୍ତି । ସେହିପରି ନବୀନଙ୍କ ସ୍ବଚ୍ଛ ଶାସନ ନାରା ଦେବା ସହ ବୁଲି ବୁଲି ରୋଗୀ ସେବା କରି ପ୍ରଚାର କରୁଛନ୍ତି ସଂଜୟ ଦାସ । ଡାକ୍ତର-ଇଞ୍ଜିନିୟରଙ୍କ ଏହି ଲଢେଇ ଭିତରେ କଂଗ୍ରେସ ମଧ୍ୟ ଜଣେ ପଢୁଆ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି । ଗ୍ରାଜଏଟ ରଞ୍ଜନ କୁମାର ବେହେରାଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ ।

 


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…

କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ସରିଲା ଛତ୍ରପୁର ମହୋତ୍ସବ: ମନ ଜିଣିଲେ ଅଙ୍କିତା-ପ୍ରଜ୍ଞା-ସଚିନ

ଛତ୍ରପୁର,୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପାଞ୍ଚଦିନଧରି ମହାଆଡମ୍ବରରେ ଚାଲିଥିବା ଛତ୍ରପୁର ମହୋତ୍ସବ ଶେଷ ହୋଇଛି। ଶେଷ ଦିନ…

ଛତ୍ରପୁରରେ ମହୋତ୍ସବ, ଗଞ୍ଜାମ ସହରରେ କେବେ? ପ୍ରଶାସନ-ରାଜନେତାଙ୍କ ଇଛା ଶକ୍ତି ଅଭାବ ପରିଲକ୍ଷିତ

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ହେଡ଼କ୍ୱାର୍ଟର ଛତ୍ରପୁର ଷ୍ଟାଡିୟମଠାରେ ପାଞ୍ଚ ଦିନ ଧରି ଛତ୍ରପୁର ମହୋତ୍ସବ ୨୦୨୬ ଅନୁଷ୍ଠିତ ହୋଇଥିଲା l ଏହା ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri