ଏଥର ଭୁବନେଶ୍ୱରରେ ମହିଳା ମେୟର!

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ମେୟର ପଦବୀ ନିମନ୍ତେ ଚିଠା ତାଲିକା ପ୍ରକାଶ ପାଇଛି। ଭୁବନେଶ୍ୱର ମହାନଗର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ସେହିପରି କଟକ ଅଣସଂରକ୍ଷିତ ଥିବାବେଳେ ବ୍ରହ୍ମପୁର ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। କାହାର କିଛି ଆପତ୍ତି ଥିଲେ କିମ୍ବା ପରାମର୍ଶ ଥିଲେ ୧୫ ଦିନ ମଧ୍ୟରେ ଜଣାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri