ଏଥର ଭଦ୍ରକରୁ ଚିହ୍ନଟ ପଜିଟିଭ୍‌ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୮।୭: ଭଦ୍ରକ ଜିଲାରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ଛୁଇଁଛି। ତେବେ ୨ ଚିହ୍ନଟ ସ୍ଥାନୀୟ ଅଞ୍ଚଳ ବୋଲି ସୂଚନା ମିଳିଛି। ଉଭୟଙ୍କ ମଧ୍ୟରୁ ଜଣେ ଧାମନଗର ବ୍ଲକ ପଳିକିରି ଗାଁରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ତିହିଡ଼ି ବ୍ଲକ ସିନ୍ଦଳ ପଞ୍ଚାୟତ ଆରୁହା ଗ୍ରାମରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଜିଲାରେ ମୋଟ ୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୫ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଭାତ ଖାଇ ୪ ମୃତ୍ୟୁ: ଗାଁରେ ପହଞ୍ଚି ସ୍ଥିତି ପରଖିଲେ ଜିଲାପାଳ, ୧୫ ଦିନ ଯାଏ ପୋଖରୀ ପାଣି ମନା

ସୁନ୍ଦରଗଡ,୨୫।୫(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିର ବ୍ଲକ ନୂଆଡିହି ଗାଁରେ ଏକ ଶୁଦ୍ଧ କ୍ରିୟା ଭୋଜି ଖାଇ ୪ଜଣଙ୍କ ମୃତ୍ୟୁ ଘଟଣା ପରେ ସୋମବାର ଜିଲାପାଳ,…

କାଳବୈଶାଖୀ ବର୍ଷା ପାଣି ଯୋଗୁ ଧସିଲା ପୋଲର ସୁରକ୍ଷା ପାଚେରୀ, ଭୟରେ ପଞ୍ଚାୟତବାସୀ

ନନ୍ଦପୁର ୨୫।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ଖେମୁଣ୍ଡୁଗୁଡା ପଞ୍ଚାୟତକୁ ସଂଯୋଗୀ ଆରଡି ରାସ୍ତାରେ ଥିବା ଏକ…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ…

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

୮୦ କିମି ବେଗରେ ଝଡ ପବନ! ସତର୍କତା ଜାରି କଲା IMD, ଓଡ଼ିଶା ସମେତ…

ନୂଆଦିଲ୍ଲୀ,୨୬।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶର ବାନ୍ଦା ଏବଂ ବିଦର୍ଭର ବ୍ରହ୍ମପୁରୀରେ ତାପମାତ୍ରା ୪୭ଡିଗ୍ରୀରୁ ଅଧିକ ରହିଥିଲା। ଛତରପୁରର ଖଜୁରାହୋରେ ୪୭.୨…

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

ସ୍ବଚ୍ଛ ପୁରୁଷୋତ୍ତମପୁର ଗଢି ତୋଳିବା ଲକ୍ଷ୍ୟ: ସାମୂହିକ ସଫେଇ…

ପୁରୁଷୋତ୍ତମପୁର,୨୬/୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସ୍ବଚ୍ଛ ସର୍ବେକ୍ଷଣ ଆମ ଗଞ୍ଜାମ,ସ୍ବଚ୍ଛ ଗଞ୍ଜାମରେ ସାମୂହିକ ସଫେଇ କାର୍ଯ୍ୟକ୍ରମ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri