ଏଥର ୫ଦିନ ହେବ ବ୍ୟାଙ୍କ କାର୍ଯ୍ୟ ଦିବସ,୨ଦିନ ଛୁଟି

ନୂଆଦିଲ୍ଲୀ,୬।୫: ଏଥର ୫ ଦିନ ଚାଲିବ ବ୍ୟାଙ୍କ। ଭାରତର ବ୍ୟାଙ୍କ କର୍ମଚାରୀମାନେ ସପ୍ତାହରେ ୫ଦିନ କାମ କରି ୨ଦିନ ଛୁଟି ପାଇପାରିବେ। କର୍ମଚାରୀମାନେ ସୋମବାରରୁ ଶୁକ୍ରବାର ଯାଏ କାମ କରିବେ। ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ୍‌ ଏମ୍ଫେଲାଇ ଏବଂ ଇଣ୍ଡିଆନ୍‌ ବ୍ୟାଙ୍କ୍‌ ଆସୋସିଏଶନ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରସ୍ତୁତି କରୁଛି।
ପ୍ରଚଳିତ ବ୍ୟବସ୍ଥାରେ ବ୍ୟାଙ୍କ କର୍ମଚାରୀମାନେ ମାସର ପ୍ରତ୍ୟେକ ରବିବାରରେ ଛୁଟି ପାଇବା ସହ ୨ଟି ଶନିବାର କାମ କରୁଛନ୍ତି। ମାସର ପ୍ରଥମ ଏବଂ ଶେଷ ଶନିବାର ବ୍ୟାଙ୍କ ବର୍ତ୍ତମାନ ଛୁଟି ରହୁଛି। ତେବେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଲେ ମାସର ପ୍ରତିଟି ଶନିବାର ବ୍ୟାଙ୍କ ବନ୍ଦ ରହିବ।
ତେବେ ଏଥିପାଇଁ ବ୍ୟାଙ୍କ କର୍ମଚାରୀମାନେ ପ୍ରତିଦିନ ୪୦ମିନିଟ୍‌ରୁ ଅଧିକ କାମ କରିବାକୁ ହେବ। ବ୍ୟାଙ୍କ କର୍ମଚାରୀ ସକାଳ ୫ଟା ୪୫ରୁ ସା ୫.୩୦ଯାଏ କାମ କରିବେ।ତେବେ ବର୍ତ୍ତମାନ ଏହି ପ୍ରସ୍ତାବ ଅର୍ଥ ମନ୍ତ୍ରଣାଳୟ ମଞ୍ଜୁରୀ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri