Posted inUncategorized

ଏଥର ହେବନି ବାଲିଯାତ୍ରା, ଆମେ ଦୁଃଖିତ

Featured Video Play Icon

ଭାଇଚାରାର ସହର କଟକ । କାର୍ତ୍ତିକ ମାସ ହେଲେ ସିଲଭର ସିଟିରେ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା କଥା ମନେ ପଡେ । କାର୍ତ୍ତିକ ମାସ ଆରମ୍ଭ ହୋଇଥିବା ବେଳେ ଏତେବେଳକୁ ବାଲିଯାତ୍ରାର ପ୍ରସ୍ତୁତିକାର‌୍ୟ୍ୟ ଆରମ୍ଭ ହୋଇଯାଇଥାଏ । କିନ୍ତୁ ଏଥର ସବୁ ପର୍ବପର୍ବାଣୀ ଉପରେ କୋଭିଡର ଦାଉ ପଡିବା ପରି ବାଲିଯାତ୍ରା ଉପରେ ମଧ୍ୟ ପଡିଛି। ଜିଲ୍ଲାରେ କରୋନା ସ୍ଥିତିକୁ ଅନୁଧ୍ୟାନ କରି ଏଥରର ବାଲିଯାତ୍ରା ହେବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ତେଣୁ ଏଥର ହେବନାହିଁ ବାଲିଯାତ୍ରା। ରାଜ୍ୟ ଏବଂ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳିବ ନାହିଁ କଟକ ବାଲିଯାତ୍ରା ପଡ଼ିଆରେ। ତେବେ ବାଲିଯାତ୍ରା ବନ୍ଦ ହେବା ପରେ କଣ ରହିଛି କଟକବାସୀଙ୍କ ପ୍ରତିକ୍ରିୟା ଚାଲନ୍ତୁ ଜାଣିବା ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

CSK ବିପକ୍ଷ ମ୍ୟାଚ୍‌ବେଳେ କାନ୍ଦି ପକାଇଲେ ରବିନ୍ଦ୍ର ଜାଡେଜା: ପଛରେ ରହିଛି ଏମିତି କାରଣ…

ନୂଆଦିଲ୍ଲୀ,୩୧।୩: ଭାରତୀୟ ଷ୍ଟାର କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ IPL ୨୦୨୬ ନାଟକୀୟ ଭାବରେ ବଦଳି ଯାଇଛି। ଯେଉଁ ଦଳ ପାଇଁ ସେ ପୂର୍ବ ସିଜନ ପର୍ଯ୍ୟନ୍ତ ନିଜ…

IPL 2026: ଆରମ୍ଭ ହେଲା ଟିକେଟ୍ ବୁକିଂ, ଘରେ ବସି ଏଭଳି ବୁକ୍‌ କରନ୍ତୁ , ମିଳିବ ସିଟ୍‌

ନୂଆଦିଲ୍ଲୀ,୨୯।୩: ୨୮ ମାର୍ଚ୍ଚରୁ ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ RCB ବନାମ SRH ମଧ୍ୟରେ ପ୍ରଥମ ମୁକାବିଲା ସହ ଆଇପିଏଲ୍‌ର ନୂଆ ସିଜିନ୍ ଆରମ୍ଭ ହୋଇଛି।। ଟିକେଟ୍…

୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ: ଏବେ ବି ଟୋକନ ଅପେକ୍ଷାରେ…

ଭୁବନେଶ୍ୱର,୨୫।୩: ରାଜ୍ୟରେ ୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ। ଏବେ ବି ୧ ଲକ୍ଷ ୬୩ ହଜାର ଚାଷୀ ୭ ଦିନ ପରେ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଜାରି ହେଲା ନୂଆ ସିଡ୍ୟୁଲ, ଜାଣନ୍ତୁ ରୋହିତ ବିରାଟ ଖେଳିବେ କେତୋଟ ମ୍ୟାଚ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ଅପେକ୍ଷା ଶେଷରେ ଶେଷ ହେବାକୁ ଯାଉଛି, ଟୁର୍ଣ୍ଣାମେଣ୍ଟ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚ…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri