ମେରୁଦଣ୍ଡ ଯନ୍ତ୍ରଣା ଦୂର କରେ ଏହି ଶାଗ

ଆଣ୍ଠୁଗଣ୍ଠି ଏବଂ ମେରୁଦଣ୍ଡରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି; ଆର୍ଥ୍ରାଇଟ୍ସ, ଏସୋପ୍ଟିକ୍‌ ନେକ୍ରୋସିସ୍‌, ଗଣ୍ଠି ସଂକ୍ରମଣ, ଟ୍ୟୁମର୍‌, ଆଷ୍ଟିଓକୋଡ୍ରାଇଟ୍ସ ଇତ୍ୟାଦି। ଅନେକ ସମୟରେ ଏହି ଯନ୍ତ୍ରଣାରୁ ରକ୍ଷାପାଇବାକୁ ଔଷଧ ସେବନ କରିବାକୁ ପଡ଼ିଥାଏ ଏଥିରେ ଉପଶମ ନ ହେଲେ ଅସ୍ତ୍ରୋପଚାର ଶେଷ ରାସ୍ତା ଥାଏ। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ, ଏଭଳି ମାରାମତ୍କ ଯନ୍ତ୍ରଣା ଉପଶମ ଔଷଧ ଉପାୟ ଘର ଭିତରେ ରହିଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ, ମେଥି ଶାଗ ଗଣ୍ଠି ଯନ୍ତ୍ରଣାରୁ ଲାଘବ ଦେବାରେ ବେଶ୍‌ ସହାୟକ ହୋଇଥାଏ। ମେଥି ଶାଗରେ ପ୍ରୋଟିନ୍‌, ଫାଇବର୍‌ ଏବଂ ଆଇରନ୍‌ ପ୍ରଚୁର ମାତ୍ରାରେ ମିଳିଥାଏ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମେଟରୀ ଗୁଣ ଶରୀରର ବିଭିନ୍ନ ଯନ୍ତ୍ରଣା ନିମିଷକେ ଦୂର ହୋଇଥାଏ। ମେଥି ଶାଗରେ ଆଣ୍ଟି ଅକ୍ସିଡାଣ୍ଟ୍‌ ଭରପୂର୍‌ ଥାଏ। ଏହାଛଡ଼ା ମେଥି ଦାନାରେ ପେଟ୍ରୋଲିୟମ୍‌ ଇଥର ଏକ୍ସଟ୍ରାକ୍ଟ ନାମକ ଯୌଗିକ ରହିଥାଏ, ଯେଉଁଥିରେ ମୁଖ୍ୟ ରୂପରେ ଲିନୋଲିକ୍‌ ଏସିଡ୍‌ ଏବଂ ଲିନୋଲେନିକ୍‌ ଏସିଡ୍‌ ସାମିଲ ଥାଏ। ଏହାର ସେବନ ଦ୍ୱାରା ଆଣ୍ଠୁଗଣ୍ଠି ଏବଂ ମେରୁଦଣ୍ଡରେ ହେଉଥିବା ଅସହନୀୟ ଯନ୍ତ୍ରଣାରୁ ଉପଶମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଇଲିସ୍‌ ଲୁକ୍‌ ଦିଏ ସ୍କଟ୍‌

ସମୟ ସହ ତାଳ ଦେଇ ଏବେ ଫ୍ୟାଶନ୍‌ ମଧ୍ୟ ବଦଳିବାରେ ଲାଚିଛି। ଯୁବତୀ ହୁଅନ୍ତୁ କିମ୍ବା ମହିଳା, ନିଜକୁ ଷ୍ଟାଇଲିସ୍‌ ଲୁକ୍‌ ଦେବା ପାଇଁ ବିଭିନ୍ନ...

ନିତ୍ୟ ଖାଆନ୍ତୁ ସେଓ, ଅନେକ ସମସ୍ୟାରୁ ମିଳିବ ମୁକ୍ତି

କଥାରେ ଅଛି ‘ଆନ୍‌ ଆପଲ ଏ ଡେ କିପ୍ସ ଦ ଡକ୍ଟର ଆଓ୍ବେ’। ଏହାର ଅର୍ଥ ଯଦି ଜଣେ ପ୍ରତ୍ୟହ ଗୋଟିଏ ସେଓ ଖାଏ ତେବେ...

ଆପଣଙ୍କର ଜୀବନସାଥୀ ମୀନ ରାଶିର କି? ଜାଣନ୍ତୁ କିଭଳି ତାଙ୍କର ସ୍ବଭାବ, କ’ଣ ସେମାନଙ୍କ ପସନ୍ଦ/ନାପସନ୍ଦ

ମୀନ ରାଶିଚକ୍ରର ସବୁଠାରୁ ସହଜ ରାଶି। ଏହାର ପ୍ରତୀକ ହେଉଛି ମାଛ। ରାଶିର ଗୁରୁ ବୃହସ୍ପତି। ଏହା ଜଳ ତତ୍ତ୍ୱର ରାଶି। ଏହି ଜାତକଧାରୀ ବ୍ୟକ୍ତିବିଶେଷ...

ପୃଥିବୀର ସୁରକ୍ଷା

ଅନନ୍ତ ଅନ୍ତରୀକ୍ଷରେ ଆମର ପୃଥିବୀ ଏକମାତ୍ର ଗ୍ରହ ଯେଉଁଠି ଜୀବନ ସମ୍ଭବ ହୋଇଛି। ପୃଥିବୀରେ ଜୀବନ ବଞ୍ଚତ୍ବା ପାଇଁ କିଛି ଅନୁକୂଳ ପରିବେଶ ରହିଛି ଯାହା...

କିପରି ନିୟନ୍ତ୍ରଣ କରିବେ ଉଚ୍ଚ ରକ୍ତଚାପ

୨୦୦୬ରୁ ପ୍ରତିବର୍ଷ ମେ’ ୧୭ ତାରିଖକୁ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଭାବେ ପାଳନ କରାଯାଉଅଛି। ଏ ବିଷୟରେ ସଚେତନ କରାଇବା ଏହି ଦିବସ ପାଳନର...

ଏହି ଦିଗରେ ଝରକା, କବାଟ ପକାଏ କୁପ୍ରଭାବ

ବାସ୍ତୁଶାସ୍ତ୍ରରେ ଦିଗକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବର୍ଣ୍ଣନା କରାଯାଇଛି। ଯଦି ବିଭିନ୍ନ ଦିଗରେ ଜିନିଷପତ୍ର ଠିକ୍‌ ଭାବେ ନ ରୁହେ ତେବେ ଘରର ଲୋକଙ୍କ ଅବସ୍ଥା ବିଗିଡେ...

ଆପଣଙ୍କର ଏଭଳି ଅଭ୍ୟାସ ଅଛି କି? ବିଗିଡ଼ିଯିବ ଜୀବନର ସବୁ କାମ..

ଜୀବନର ମୂଲ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ସେ ନିଜର ନୀତିଶାସ୍ତ୍ର ଅର୍ଥାତ ଚାଣକ୍ୟନୀତିର ୧୩ତମ ଅଧ୍ୟାୟରେ ଲେଖିଥିବା ଏକ...

ଚିକେନ୍‌ ପଟିଆଲା

ଖାଦ୍ୟ ପାଇଁ ରାଜ୍ୟ ତଥା ବାହାରେ ବେଶ୍‌ ପରିଚିତ ରେଶମ ସହର ବ୍ରହ୍ମପୁର। ଗ୍ରାହକଙ୍କ ଚାହିଦା ମୁତାବକ ଖାଦ୍ୟ ପ୍ରସ୍ତୁତି ପାଇଁ ସହରରେ ଖୋଲିଛି ଅନେକ...

Advertisement
Archives

Model This Week