Posted inଜାତୀୟ

ଚାଲିଗଲେ ପୂର୍ବତନ ବ୍ରିଗେଡିୟର ଅମରଜିତ୍‌ ସିଂ, ଚାଇନା ଓ ପାକ୍‌ ବିପକ୍ଷ ଯୁଦ୍ଧରେ ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ,୧୦।୧: ୧୯୬୨ରେ ଭାରତ-ଚାଇନା ଯୁଦ୍ଧରେ ବୀରତ୍ୱ ପ୍ରଦର୍ଶନ କରିଥିବା ବ୍ରିଗେଡିୟର(ଅବସରପ୍ରାପ୍ତ) AJS ବହଲଙ୍କର ୮୨ବର୍ଷରେ ଦେହାନ୍ତ ହୋଇଛି। ଜାନୁଆରୀ ୮ ଅର୍ଥାତ୍‌ ସୋମବାର ହରିୟାଣାର କମାଣ୍ଡ ହସ୍ପିଟାଲରେ ସେ ମୃତ୍ୟୁ ବରଣ କରିଛନ୍ତି।

ବୟସ ସମ୍ବନ୍ଧୀୟ ରୋଗରେ ପୀଡିତ ହୋଇ ମୃତ୍ୟୁ ହୋଇଥିବା କୁହାଯାଉଛି। ବ୍ରିଗେଡିୟର ବହଲଙ୍କର ମୃତଦେହ ସଂସ୍କାର ଜାନୁଆରୀ ୧୦ ଚଣ୍ଡିଗଡରେ ଅନୁଷ୍ଠିତ ହେବ। ଏନେଇ ବ୍ରିଗେଡିୟରଙ୍କ ପରିବାର ଓ ଭାରତୀୟ ସେନା ଶୋକାକୁଳ ହୋଇଛନ୍ତି।

ସୂଚନାଯୋଗ୍ୟ, ୧୯୬୧ରେ ବୀର ବହଲ ଭାରତୀୟ ସେନାରେ ଯୋଗ ଦେଇଥିଲେ। ସେ ୧୭ ପାରା ଫିଲ୍ଡ ରେଜିମେଣ୍ଟରେ ଜଣେ ତୋପଖାନ ଅଧିକାରୀ ଥିଲେ। ୧୯୬୨,୧୯୬୫ ଓ ୧୯୭୧ ଯୁଦ୍ଧରେ ସେ ଭାଗ ନେଇଥିଲେ। ୧୯୬୨ ଅକ୍ଟୋବରରେ ସେ ୭ ଇନଫେକ୍ଟ୍ରି ବ୍ରିଗେଡର ଅଂଶ ହୋଇ ନାମକା ଚୁ ଠାରେ ଚାଇନା ସହ ସାହସର ସହ ଲଢିଥିଲେ। ଭାରତ-ଚାଇନା ଯୁଦ୍ଧରେ ସେ ବନ୍ଦୀ ହୋଇଥିଲେ। ସେ ୧୯୬୫ର କୁଚ୍‌ ଅପରେଶନ, ୧୯୭୧ର ଭାରତ-ପାକିସ୍ତାନରେ ଯୁଦ୍ଧ ଲଢିଥିଲେ। ବହଲ ୧୯୬୫ ଏପ୍ରିଲରେ ଜମ୍ମୁ କଶ୍ମିରର ନ୍ୟାଶନାଲ କ୍ୟାଡେଟ କର୍ପସ(ଏନସିସି)ର ଡେପୁଟି ଡାଇରେକ୍ଟର ଜେନେରାଲ ପଦରୁ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri