ଏତେଶୀଘ୍ର ଶେଷ ହେବ ନାହିଁ ଏହି ଯୁଦ୍ଧ, ହମାସ୍‌ ବିରୋଧରେ ଇସ୍ରାଏଲର ଆହୁରି ପ୍ରସ୍ତୁତି ଜୋର୍‌ଦାର୍‌

ଜେରୁଜେଲମ୍‌,୩୦ା୧୦: ସୋମବାର ହେଉଛି ଇସ୍ରାଏଲ-ହମାସ୍‌ ଯୁଦ୍ଧର ୨୪ତମ ଦିନ। ଉଭୟ ପାର୍ଶ୍ୱରୁ ଲଗାତର ଆକ୍ରମଣ କରାଯାଉଛି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ୯୫୦୦ରୁ ଅଧିକ ଲୋକ ପ୍ରାଣ ହରାଇ ସାରିଲେଣି। କେବଳ ଗାଜାରେ ମୃତ୍ୟୁସଂଖ୍ୟା ୮୦୦୦ ଟପିଛି। ଏଥି ସହିତ ୧୪୦୦ରୁ ଅଧିକ ଇସ୍ରାଏଲ ନାଗରିକଙ୍କର ମଧ୍ୟ ମୃତ୍ୟୁ ଘଟିଛି।

ଗାଜାରେ ଇସ୍ରାଏଲ ସୈନିକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଇସ୍ରାଏଲର ସୈନ୍ୟମାନେ ହମାସ୍‌ ଦ୍ୱାରା ବନ୍ଧକ ଥିବା ଲୋକଙ୍କୁ ସୁରକ୍ଷିତ ଭାବରେ ଇସ୍ରାଏଲକୁ ନେବାକୁ ଚେଷ୍ଟା କରୁଛନ୍ତି।

ସୋମବାର ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଏହାର ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛି, ଆଜି ଅକ୍ଟୋବର ୩୦। ଏହା ସିରିଆର ଏକ  ଅଞ୍ଚଳରେ ସାମରିକ ଭିତ୍ତିଭୂମି ଉପରେ ଆକ୍ରମଣ କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ କହିଛି, ଏହା ସିରିଆ ଆକ୍ରମଣର ପ୍ରତିଶୋଧ।

ଏହି ଯୁଦ୍ଧ ଆହୁରି ଅନେକ ଦିନ ପର୍ଯ୍ୟନ୍ତ ଜାରି ରହିପାରେ, ଯେଉଁଥି ପାଇଁ ଇସ୍ରାଏଲ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ଇସ୍ରାଏଲ ପ୍ରତିରକ୍ଷା ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri