ମୃତ୍ୟୁ ପୂର୍ବରୁ ଏହାଥିଲା ରାଜୁଙ୍କ ବଡ଼ ସ୍ବପ୍ନ

ମୁମ୍ବାଇ: ବି-ଟାଉନ୍‌ର ଜଣାଶୁଣା ହାସ୍ୟ ଅଭିନେତାଙ୍କର ବୁଧବାର ୫୮ ବର୍ଷ ବୟସରେ ମୃତ୍ୟୁ ହୋଇଯାଇଛି। ତାଙ୍କ ମୃତ୍ୟୁ ଖବରରେ ସବୁଆଡେ ଶୋକର ଛାୟା ଖେଳିଯାଇଛି। ଅଗଷ୍ଟ ୧୦ରେ ହୃଦ୍‌ଘାତରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚିକିତ୍ସା ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁ ପୂର୍ବରୁ ରାଜୁ ଅନେକ ଗୁଡିଏ ସ୍ବପ୍ନ ଦେଖିଥିଲେ। ଯାହାକୁ ସେ ପୂରଣ କରିପାରିଲେନି।
ଏକ ରିର୍ପୋଟ ଅନୁଯାୟୀ, ବାସ୍ତବରେ ରାଜୁ ଷ୍ଟାଣ୍ଡ ଅପ୍‌ କମେଡି କରିବାକୁ ଚାହୁଁଥିଲେ। ଏହାକୁ ଏକ ବଡ଼ ଓଟିଟି ପ୍ଲାଟ୍‌ଫର୍ମରେ ସ୍ଥାନିତ କରିବାକୁ ଯୋଜନା କରିଥିଲେ। ଏ ସମ୍ପର୍କରେ ରାଜୁଙ୍କ ଜଣେ ବନ୍ଧୁ କହିଛନ୍ତି, ଜୀବନର ଏହି ପର୍ଯ୍ୟାୟରେ ରାଜୁ ଅନେକ ସ୍ବପ୍ନ ଦେଖିଥିଲେ। ଅନେକ ସମୟରେ ସେ କିଛି ବନ୍ଧୁଙ୍କ ସହ ଓଟିଟି ପ୍ଲାଟ୍‌ଫର୍ମରେ ଏକ କମେଡି ଶୋ’ ବିଷୟରେ ଆଲୋଚନା କରନ୍ତି। ଯାହାକୁ କରିବା ପୂର୍ବରୁ ଦେ ଦୁନିଆ ଛାଡି ଚାଲିଗଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri