Posted inଜାତୀୟ

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।

ସୂଚନାରୁ ଜଣାପଡ଼ିଛି ଯେ, ଅଜିତ ପାଓ୍ବାରଙ୍କ ମୃତଦେହ ତାଙ୍କ ଘଣ୍ଟା ଦ୍ୱାରା ଚିହ୍ନଟ ହୋଇଛି। ଯାହା ତାଙ୍କର ଶେଷ ପରିଚୟ ପ୍ରମାଣିତ ହୋଇଛି। ଏହି ଦୁର୍ଘଟଣା କେତେ ଭୟଙ୍କର ଥିଲା ତାହା ଦୁର୍ଘଟଣାସ୍ଥଳକୁ ଦେଖିଲେ ଜଣାପଡ଼େ।

ଅଜିତ ପାଓ୍ବାରଙ୍କ ମୃତ୍ୟୁ ପରେ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ବିସ୍‌, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଏନ୍‌ସିପି (ଶରଦ ପାଓ୍ବାର) ମୁଖ୍ୟ ଶରଦ ପାଓ୍ବାର ମୁମ୍ବାଇରୁ ବାରାମତି ଅଭିମୁଖେ ବାହାରିଛନ୍ତି।

ଏହି ସମୟରେ ଅଜିତଙ୍କ ସ୍ତ୍ରୀ ସୁନେତ୍ର ପାଓ୍ବାର ଏବଂ ସେମାନଙ୍କ ପିଲା ପାର୍ଥ ଏବଂ ଜୟ ଦିଲ୍ଲୀରୁ ବାରାମତି ଅଭିମୁଖେ ବାହାରି ଯାଇଛନ୍ତି। ଏହି ସମୟରେ ରୋହିତ ପାଓ୍ବାର ଅଜିତଙ୍କ ମୃତଦେହ ରଖାଯାଇଥିବା ହସ୍ପିଟାଲରେ ପହଞ୍ଚିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri