ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜରିନ୍‌ ଖାନ୍‌ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ କହି ସାରିଛନ୍ତି। କେବଳ ଏତିକି ନୁହେଁ, ଜରିନ୍‌ଙ୍କୁ ଡେବ୍ୟୁ ଫିଲ୍ମ ପରେ ମଧ୍ୟ ଲଜ୍ଜାର ଶିକାର ହେବାକୁ ପଡ଼ିଥିଲା। ସେ ଦବଙ୍ଗ ଖାନ୍‌ ଅଭିନେତା ସଲମାନ ଖାନଙ୍କ ଫିଲ୍ମ ‘ବୀର’ରୁ କ୍ୟାରିୟର ଆରମ୍ଭ କରିଥିଲେ। ଏହି ଫିଲ୍ମଟି ୨୦୧୦ରେ ମୁକ୍ତିଲାଭ କରିଥିଲା।

ଜରିନ କୁହନ୍ତି, ତାଙ୍କୁ ଫିଲ୍ମ ‘ବୀର’ ପାଇଁ ଓଜନ ବଢ଼ାଇବାକୁ କୁହାଯାଇଥିଲା। ସେ କହିଛନ୍ତି ଯେ, ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନେତାମାନଙ୍କୁ ସେମାନଙ୍କ ଲୁକ୍‌ ଆଧାରରେ ବିଚାର କରାଯାଏ। ଯେଉଁଥିପାଇଁ ଏହା ବହୁତ କଷ୍ଟକର।

‘ମୁଁ ଏହା ସମସ୍ତଙ୍କ ପାଇଁ କହିବି ନାହିଁ, କିନ୍ତୁ ଫିଲ୍ମ ଇଣ୍ଡଷ୍ଟ୍ରିର ଏକ ବଡ଼ ବିଭାଗ ଏହା କରେ। ଆରମ୍ଭରେ ଏହା ପ୍ରକୃତରେ କଷ୍ଟସାଧ୍ୟ ଥିଲା କାରଣ ମୋର ଓଜନ ଏକ ସମସ୍ୟା ହୋଇଗଲା। ଯେତେବେଳେ ଜରିନ ‘ବୀର’ରେ ସଲମାନଙ୍କ ବିପକ୍ଷରେ ବଲିଉଡରେ ଡେବ୍ୟୁ କରିଥିଲେ, ଲୋକେ କହିଥିଲେ ସେ କ୍ୟାଟ୍ରିନାଙ୍କ ପରି ଦେଖାଯାଉଛନ୍ତି। କିନ୍ତୁ ଖୁବ୍‌ ଶୀଘ୍ର ଲୋକଙ୍କ ଧ୍ୟାନ ତାଙ୍କ ଶରୀର ପ୍ରତି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri