ଆସିଲା ନୂଆ ଅପଡେଟ୍‌: ଏହି ହେବେ ବିଧାନସଭାରେ ବିରୋଧୀ ଦଳ ନେତା

ଭୁବନେଶ୍ୱର,୧୮।୬: ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ କାର୍ତ୍ତିକ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରୁଛନ୍ତି। ଅନ୍ୟପଟେ, ରାଜ୍ୟରେ ଭାଜପା ସରକାର ଶପଥ ଗ୍ରହଣ କରିବା ପରେ ଏବେ ବିଧାନସଭାରେ ବିରୋଧୀ ଦଳ ନେତା କିଏ ହେବେ ସେନେଇ ଚର୍ଚ୍ଚା ଚାଲିଛି।

ବିଜେଡି ନିଜର ବିଧାୟକ ଦଳ ନେତା ଭାବେ ଖୁବଶୀଘ୍ର ନବୀନ ପଟ୍ଟନାୟକଙ୍କୁ ଚୟନ କରିବ। ବିଧାନସଭାରେ ନବୀନ ବିରୋଧୀ ଦଳ ନେତା ଭାବେ କାର୍ଯ୍ୟ କରିବେ ବୋଲି କୁହାଯାଉଛି। ଆଉ ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଓ ମୁଖ୍ୟ ସଚେତକ ଭାବେ ଅରୁଣ ସାହୁଙ୍କୁ ନିଯୁକ୍ତି ମିଳିପାରେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri