Posted inଜାତୀୟ

୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା: ସକାଳୁ ସକାଳୁ ଛେଚିଲା

ନୂଆଦିଲ୍ଲୀ,୨୮।୧୨: ବର୍ଷା ପରେ ଶୀତ, ଶୀତ ମଧ୍ୟରେ ବର୍ଷା ଲାଗି ରହିଛି। ପ୍ରବଳ ଶୀତ ମଧ୍ୟରେ ଦଲ୍ଲୀରେ ପ୍ରବଳ ବର୍ଷା ହୋଇଛି । ଅନ୍ୟପକ୍ଷେ ୧୦୧ ବର୍ଷରେ ରେକର୍ଡ ଭାଙ୍ଗିଛି ବର୍ଷା । ଦିନକ ମଧ୍ୟରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛ। ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ସକାଳ ସାଢେ ୮ଟା ମଧ୍ୟରେ ଦିଲ୍ଲୀରେ ୪୧ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହା ପୂର୍ବରୂ ୧୯୨୩ ମସିହା ଡିସେମ୍ବର ୩ ତାରିଖରେ ଦିଲୀରେ ଗୋଟିଏ ଦିନରେ ସର୍ବାଧିକ ୭୫ ଦଶମିକ ୭ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା। ସେହିପରି ୧୯୦୧ ମସିହା ପରେ ଦିଲ୍ଲୀରେ ଡିସେମ୍ବର ମାସରେ ପଞ୍ଚମ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।

କେବଳ ଦିଲ୍ଲୀ ନୁହେଁ ଜମ୍ମୁ କଶ୍ମୀରଠୁ ନେଇ ପଞ୍ଜାବ, ରାଜସ୍ଥାନ, ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ବରଫପାତ କାରଣରୁ ପାରଦ ତଳମୁହାଁ ହୋଇଥିବା ବେଳେ ଅଦିନିଆ ବର୍ଷା ପ୍ରଭାବରେ ଲୋକେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଉତ୍ତରଭାରତର ଜନସାଧାରଣ ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri