ଚଳିତ ବର୍ଷ ୧୫ ଖଣି ନିଲାମ ହେବ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍‌ ଷ୍ଟୋନ୍‌ ଓ ଡୋଲାମାଇଟ ଖଣି ଏବଂ ଭାଞ୍ଜିକୁସୁମ ମାଙ୍ଗାନିଜ୍‌ ବ୍ଲକ, କେନ୍ଦୁଝରର ଲାଉପଡ଼ା ଲୁହାପଥର ଖଣି ଓ ନୂଆଗାଁ ଓ୍ବେଷ୍ଟ ଲୁହାପଥର, ସୁନ୍ଦରଗଡ଼ର ଆଲାଘାଟ ଓ୍ବେଷ୍ଟ ଲୁହାପଥର ଖଣି, କେନ୍ଦୁଝର ଓ ସୁନ୍ଦରଗଡ଼ର ଗାନ୍ଧଲପଡା ଓ୍ବେଷ୍ଟ ଲୁହାପଥର, ମୟୂରଭଞ୍ଜର ଦୁଧିସାଶୋଇ ଇଷ୍ଟ କପର ବ୍ଲକ, କୋରାପୁଟର ବାଲାଡ ବକ୍ସାଇଟ ବ୍ଲକ, କୋରାପୁଟର କୁଟିଙ୍ଗା ମାଙ୍ଗାନିଜ ବ୍ଲକ, ରାୟଗଡ଼ାର ନୁନାପାଇମାଳି ବକ୍ସାଇଟ, କେନ୍ଦୁଝରର କେନ୍ଦୁଡିହି ନର୍ଥ ଲୁହାପଥର, ରାୟଗଡ଼ା ଓ କଳାହାଣ୍ଡିର ସିଜିମାଳି ବକ୍ସାଇଟ ଓ
କୁତ୍ରୁମାଳି ବକ୍ସାଇଟ ଏବଂ କେନ୍ଦୁଝର ଜିଲାର ରଏଡା-୧ ବକ୍ସାଇଟ ଖଣି। ଏହାଛଡ଼ା ଆଉ ୪ଟି ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ ଜିଲାରେ ଥିବା କୋଏରା କୋଡାଡିହି ଲୁହାପଥର, ଓରାହୁରି ମାଙ୍ଗାନିଜ୍‌ ଓ ଲୁହାପଥର, କୁସୁମଡିହି ମାଙ୍ଗାନିଜ୍‌ ଏବଂ କେଦେସାଲା ଲୁହାପଥର ନର୍ଥ-ଇଷ୍ଟ ବ୍ଲକ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri