ଏଥର ବିନା କଟକଣାରେ ହେବ ଗଣେଶ ପୂଜା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଏଥର ବିନା କଟକଣାରେ ପାଳନ ହେବ ଗଣେଶ ପୂଜା। ଗତ ୨ ବର୍ଷ ଧରି କରୋନା କଟକଣା ଭିତରେ ବିନା ଭକ୍ତରେ ପ୍ରଭୁଙ୍କ ପୂଜା ଆୟୋଜନ କରାଯାଉଥିଲା। ହେଲେ ଚଳିତ ବର୍ଷ ରାଜଧାନୀରେ ସେଭଳି କିଛି କଟକଣା ଲାଗିବ ନାହିଁ। ଏନେଇ ବୁଧବାର ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।

ବିଏମସି କମିଶନର କହିଛନ୍ତି, କୋଭିଡ଼ କଟକଣା ଆଉ ନାହିଁ। ତେଣୁ ଏଥର ରାଜଧାନୀରେ ବିନା କଟକଣାରେ ଧୁମ୍‌ଧାମରେ ଗଣେଶ ପୂଜା ହୋଇପାରିବ। ଏଥିରେ ଶ୍ରଦ୍ଧାଳୁ ବି ସାମିଲ ହୋଇପାରିବେ। ଏଥର ଭକ୍ତ ସିଧାସଳଖ ପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇପାରିବେ। ତେବେ କଟକଣା ଉଠିଥିଲେ ବି ମାସ୍କ ବ୍ୟବହାର କରିବାକୁ ସେ ରାଜଧାନୀବାସୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?