Posted inରାଜ୍ୟ

ଚଳିତ ବର୍ଷ ମେଧାବୀ ଛାତ୍ରୀଛାତ୍ରଙ୍କୁ ମିଳିବ ନାହିଁ ଲାପଟପ୍‌

ଭୁବନେଶ୍ୱର,୨।୩: ପ୍ରତ୍ୟେକ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଥିବା ରାଜ୍ୟର ୧୫ ହଜାର ମେଧାବୀ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ଲାପଟପ୍‌ ବଣ୍ଟନ କରାଯାଏ। ୨୦୧୩ରୁ ଛାତ୍ରୀଛାତ୍ରଙ୍କୁ ଲାପଟପ୍‌ ପ୍ରଦାନ କରାଯାଉଛି। କିନ୍ତୁ ଚଳିତବର୍ଷ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ଲାପଟପ୍‌ ପ୍ରଦାନ କରାଯିବ ନାହିଁ। ଏ ନେଇ ରାଜ୍ୟ ସରକାର ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ଚଳିତ ବର୍ଷ ଲାପଟପ୍‌ ବଦଳରେ ଛାତ୍ରୀଛାତ୍ରଙ୍କୁ ମିଳିବ ୩୦ ହଜାର ଟଙ୍କା। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର(ଡିବିଟି) ମାଧ୍ୟମରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ। ଯଦ୍ଦ୍ବାରା ସେମାନେ ନିଜ ଇଚ୍ଛାନୁସାରେ ଲାପଟପ୍‌ କିଣିପାରିବେ। ଏହି ଟଙ୍କା ପାଇବା ପାଇଁ ମେଧାବୀ ଛାତ୍ରୀ ଛାତ୍ରଙ୍କୁ ଚଳିତ ମାସ ୧୮ ତାରିଖ ସୁଦ୍ଧା ଉଚ୍ଚଶିକ୍ଷା ବିଭାଗର ୱେବସାଇଟ୍‌ରେ ଆବଶ୍ୟକ ଦସ୍ତାବିଜ ଅପଲୋଡ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri