Posted inରାଜ୍ୟ

ଚଳିତ ବର୍ଷ ତାତି ସାଙ୍ଗକୁ ଅନୁଭୂତ ହେବ ପ୍ରବଳ ଗ୍ରୀଷ୍ମ ଲହରି, ବୃଦ୍ଧି ପାଇବ ଦିନ ତାପମାତ୍ରା

ଭୁବନେଶ୍ୱର,୯ା୩: ରାଜ୍ୟରେ ଚଳିତ ବର୍ଷ ପ୍ରବଳ ତାତି ସାଙ୍ଗକୁ ଗ୍ରୀଷ୍ମ ଲହରି ଅନୁଭୂତ ହେବ। ଏଭଳି ଗ୍ରୀଷ୍ମ ପ୍ରବାହ ସ୍ଥିତି ସୃଷ୍ଟି ହେବା ନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ଏବଂ ଦିନର ତାପମାତ୍ରାରେ ବୃଦ୍ଧି ଘଟିବ ।

ଅନ୍ୟପଟେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ୧୧ ତାରିଖ ପରେ ଦିନର ସର୍ବାଧିକ ତାପମାତ୍ରା ବୃଦ୍ଧି ହେବ। କିଛି କିଛି ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରି ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ  କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri