Posted inଜାତୀୟ

ଚଳିତ ବର୍ଷ ମୌସୁମୀ ରହିବ ସ୍ବାଭାବିକ…

ନୂଆଦିଲ୍ଲୀ, ୧୪।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ମୌସୁମୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଏହି ସୂଚନା ସାଧାରଣ ଲୋକଙ୍କ ଠାରୁ କୃଷକମାନଙ୍କ ଆଶ୍ୱସ୍ତ କରିଛି। ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହିତ ସମୟରେ ଭାରତରେ ସାଧାରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

ଚଳିତ ବର୍ଷର ମୌସୁମୀ ସ୍ବାଭାବିକ ରହିବ। ୧୯୭୧-୨୦୨୦ ଅବଧି ପାଇଁ ଏହି ବୃଷ୍ଟିପାତ ଲଙ୍ଗ ପିରିୟଡ ହାରାହାରି (ଏଲପିଏ)ର ୮୭ ସେମି ପ୍ରତିଶତରୁ ତୁଳନାରେ ଚଳିତ ବର୍ଷ ୯୬ ପ୍ରତିଶତରୁ ୧୦୪ ପ୍ରତିଶତ ହେବାର ପୂର୍ବାନୁମାନ କରାଯାଇଛି। ଏହାପୂର୍ବରୁ, ପାଣିପାଗ ବିଭାଗ ୧୯୬୧-୨୦୧୦ ମଧ୍ୟରେ ୮୮ ସେମି ବର୍ଷା ହେବାର ପୂର୍ବାନୁମାନ କରିଥିଲା। ଜୁନ ରୁ ସେପ୍ଟେମ୍ବର ମଧ୍ୟରେ ଏଥର ଏହା ୮୮୮.୬ମିଲିମିଟର ହେବ ଯାହା ପୂର୍ବରୁ ୮୮୦.୬ ମିଲିମିଟର ଥିଲା। ।

ମୌସୁମୀରେ ଉତ୍ତର ଭାରତ, କେନ୍ଦ୍ରୀୟ ଭାରତ, ହିମାଳୟର ପାଦଦେଶ ଏବଂ ଉତ୍ତର ପଶ୍ଚିମ ଭାରତରେ ସ୍ବାଭାବିକ ଅବା ଅଧିକ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

ଉତ୍ତର-ପୂର୍ବ ଭାରତର ବହୁ ଅଂଶ, ଉତ୍ତର-ପଶ୍ଚିମ ଭାରତର କିଛି ଅଂଶ ଏବଂ ଦକ୍ଷିଣ ଅଞ୍ଚଳରେ ସ୍ବାଭାବିକରୁ କମ୍‌ ବର୍ଷା ହେବାର ସମ୍ଭାବନା ରହିଛି।

୨୦୨୧ରେ, ଜୁନ ରୁ ସେପ୍ଟେମ୍ବର ମଧ୍ୟରେ ଚାରି ମାସରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସମୟରେ ଦେଶରେ ସାଧାରଣ ବୃଷ୍ଟିପାତ ହୋଇଥିଲା। ଏହା କ୍ରମାଗତ ତୃତୀୟ ବର୍ଷ ଥିଲା ଯାହା ଦ୍ୱାରା ଦେଶରେ ସ୍ବାଭାବିକ ବୃଷ୍ଟିପାତ ରେକର୍ଡ ହୋଇଥିଲା। ୨୦୨୦ରେ ବର୍ଷା ସ୍ବାଭାବିକଠାରୁ ଅଧିକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri