ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀ ଚନ୍ଦ୍ର ସାହୁଙ୍କୁ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିବେ।

ମାନ୍ୟବର ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ। ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri