ଚଳିତବର୍ଷ ପ୍ରଦର୍ଶନୀ ପଡିଆରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାର ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସକୁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ କରିବାକୁ ନିଷ୍ପତି ନେଇଛନ୍ତି। ପରେଡ କେବଳ ପୋଲିସ ବ୍ୟାଣ୍ଡ ପାର୍ଟି, ୩ଟି ପୋଲିସ ବାହିନୀର ଟରୁପମାନଙ୍କ ଦ୍ୱାରା ଅନୁଷ୍ଠିତ ହେବ। ବୁଧବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତି ନିଆଯାଇଛି। ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନର ସିଧାପ୍ରସାରଣ ଗଣମାଧ୍ୟମ ଜରିଆରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri