ମୋବାଇଲ ଆପ୍ଲିକେଶନରେ ହେବ ଚଳିତ ବର୍ଷର ବଜେଟ

ନୂଆଦିଲ୍ଲୀ,୩୦।୧: ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ କାଗଜ କଲମ ବଦଳରେ ମୋବାଇଲ ଆପ୍‌ ଜରିଆରେ ବଜେଟ ଉପସ୍ଥାପନ କରାଯିବ। ଦେଶବାସୀ ଓ ସରକାର ଡିଜିଟାଲ ସପକ୍ଷରେ ଥିବାରୁ ୨୦୨୨-୨୩ର ବଜେଟକୁ ମଧ୍ୟ ପେପରଲେସ୍‌ କରାଯାଉଛି, ଅର୍ଥାତ୍‌ ବଜେଟ ଦସ୍ତାବିଜ ଆଉ ଛପାଯିବ ନାହିଁ। ଫଳରେ ଏମ୍‌ପିଙ୍କଠାରୁ ସାଧାରଣ ଜନତା, ଯେଭଳି ବଜେଟ ସମ୍ପର୍କିତ ସମସ୍ତ ସୂଚନା ଏବଂ ଦସ୍ତାବିଜ ସହଜରେ ପାଇପାରିବେ ତାକୁ ଧ୍ୟାନରେ ରଖି ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ସେହିଭଳି ସାଧାରଣ ବଜେଟ ଉପସ୍ଥାପନ ସମ୍ପର୍କିତ ମୋବାଇଲ ଆପ୍ଲିକେଶନର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଲୋକମାନେ ଚଳିତ ବର୍ଷର ବଜେଟ ସମ୍ପର୍କିତ ସମସ୍ତ ଦସ୍ତାବିଜ କେନ୍ଦ୍ରୀୟ ବଜେଟର ୱେବ୍‌ପୋର୍ଟାଲ (www.indiabudget.gov.in) ର ସହାୟତା ବା ଡାଉନ୍‌ଲୋଡ୍‌ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri