ଏ ବର୍ଷର ବାର୍ତ୍ତା

ସମଗ୍ର ବିଶ୍ୱରେ ହୃଦ୍‌ଜନିତ ସମସ୍ୟା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା। ଏ ନେଇ ଜନସାଧାରଣଙ୍କୁ ସଚେତନ କରାଇବା ଲାଗି ପ୍ରତିବର୍ଷ ସେପ୍ଟେମ୍ବର ୨୯କୁ ‘ବିଶ୍ୱ ହୃତ୍‌ପିଣ୍ଡ ଦିବସ’ (ଓ୍ବାଲର୍‌ଡ ହାର୍ଟ ଡେ) ଭାବରେ ପାଳନ କରାଯାଇଥାଏ। ତେବେ ସବୁବର୍ଷ ଅପେକ୍ଷା ଚଳିତ ବର୍ଷର ପରିସ୍ଥିତି ଭିନ୍ନ। ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି କରୋନା ମହାମାରୀ। ଏହା ଆଗକୁ କେଉଁ ରୂପ ନେବ ତାହା ହୁଏତ ଜଣାନାହିଁ। ବିଶେଷ ଭାବେ ହୃଦ୍‌ରୋଗୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେଲେ ଏମାନଙ୍କ ବଞ୍ଚିବା ହାର କମ ରହୁଥିବା କୁହାଯାଉଛି। ମଧୁମେହ, ଉଚ୍ଚ ରକ୍ତଚାପ, ଧୂମପାନ, ମେଦବହୁଳତା ହୃଦରୋଗର କାରଣ ବୋଲି ଚିକିତ୍ସକ କୁହନ୍ତି। ତେଣୁ ଏବେଠାରୁ ଆମେ ଆମ ହାର୍ଟର ଯତ୍ନ ନେବା ଆବଶ୍ୟକ। ଚଳିତବର୍ଷ ଏହି ଦିବସର ଥିମ ରହିଛି ‘ୟୁଜ ଲଭ୍‌ ହାର୍ଟ ଟୁ ବିଟ୍‌ ହାର୍ଟ ଆଟାକ୍‌’। ଅର୍ଥାତ୍‌ ଆମେ ଆମ ହାର୍ଟକୁ ଏପରି ଭଲ ପାଇବା ଆଉ ଯତ୍ନ ନେବା ଯେପରି ହାର୍ଟ ଆଟାକ୍‌ଠାରୁ ଆମେ ନିଜକୁ ଦୂରେଇ ରଖିପାରିବା। କରୋନା ମହାମାରୀ ସମୟରେ ୱାର୍ଲଡ ହାର୍ଟ ଫେଡେରେଶନ କହିଛି ସକାରାତ୍ମକ ଚିନ୍ତାଧାରା ଆପଣଙ୍କ ହାର୍ଟକୁ ସୁସ୍ଥ ରଖିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri