Posted inଫୁରସତ

ପ୍ରେମିକାଙ୍କ ପାଇଁ ଲଣ୍ଡା ହେଲେ ପ୍ରେମିକ: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ପ୍ରେମ ଲୋକଙ୍କୁ ବହୁତ କିଛି ସିଖାଇଦେଇଥାଏ। କୁହାଯାଏ ପ୍ରେମର ଅନ୍ୟ ନାମ ହେଉଛି ତ୍ୟାଗ। ଏମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ପ୍ରେମିକାଜଣଙ୍କ ଆଲୋପେସିଆ ରୋଗରେ ପୀଡିତ ଅଛନ୍ତି। ତାଙ୍କ କେଶ ଛଡିଯାଉଛି। ତେଣୁ ପ୍ରେମିକ ତାଙ୍କ କଷ୍ଟକୁ ଦୂର କରିବା ପାଇଁ ପ୍ରେମିକାଙ୍କର ସମସ୍ତ କେଶକୁ କାଟିଦେଉଛନ୍ତି। ଏହା ପରେ ସେ ନିଜେ ମଧ୍ୟ ଲଣ୍ଡା ହୋଇଯାଉଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ଏହାକୁ ଖୁବ୍‌ ପସନ୍ଦ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟ୍ରେଣ୍ଡ୍‌ : ଟ୍ରାଇବାଲ ଆର୍ଟ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ପଞ୍ଚତାରକା ହୋଟେଲରୁ ଆରମ୍ଭକରି ନାମୀଦାମୀ ଅଫିସର ଲବି ପର୍ଯ୍ୟନ୍ତ, ଲ୍ୟାଭିସ୍‌ ରେସ୍ତୋରାଁରୁ ଲୋକଙ୍କ ଡ୍ରଇଂ ରୁମ୍‌ ପର୍ଯ୍ୟନ୍ତ, ଆଜିକାଲି ଅଧିକାଂଶ ସ୍ଥାନରେ ଦେଖିବାକୁ...

ରାତିରେ କାହିଁକି ଘର ପୋଛିବାକୁ ମନା କରାଯାଏ

ହିନ୍ଦୁ ଧର୍ମରେ ଥିବା କିଛି ପରମ୍ପରା ଆଜିବି ଅନେକ ଲୋକ ପାଳନ କରି ଆସୁଛନ୍ତି। ହେଲେ କେହି କେହି ଏହାକୁ ଅନ୍ଧ ବିଶ୍ୱାସ କହି ଏଡାଇ...

ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ମାତାପିତା, ୟୁପିଏସସି ପରୀକ୍ଷାରେ ଝିଅ ହାସଲ କଲେ ୮୩ ର଼୍ୟାଙ୍କ୍‌

ବାରମ୍ବାର ୟୁପିଏସସି ପରୀକ୍ଷାରେ ଅକୃତକାର୍ଯ୍ୟ ହେଉଥିବା ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ତାଙ୍କ ପରିବାର ଲୋକେ। ଏଥିପାଇଁ ତାଗିଦ୍‌ ମଧ୍ୟ କରିଥିଲେ, ଯଦି ଏଥର ପରୀକ୍ଷାରେ...

ଏପରି ପଥର ଯାହା କ୍ଷୀରକୁ କରେ ଦହି…

ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା...

ଆଇସ୍‌ ଏଜ୍‌ରେ ମାମୋଥ୍‌ ହାଡ଼ରେ ଘର ନିର୍ମାଣ କରୁଥିଲା ମାନବ…

ମସ୍କୋ, ୨୨।୩: ଆଇସ୍‌ ଏଜ୍‌ରେ ମାନବ କିଭଳି ଘରେ ବାସ କରୁଥିଲା ସେନେଇ ପ୍ରମାଣ ମିଳିଛି। ୟୁକ୍ରେନ୍‌ ଏବଂ ରୁଷିଆର କେତେକ ଅଞ୍ଚଳର ଖନନ ସମୟରେ...

ମାଆଙ୍କ ଡ୍ରାଇଭିଂ ଲାଇସେନ୍ସ ପାଇଁ ଏମିତି କଲେ ପୁଅ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରାଜିଲ୍‌: ସାଧାରଣତଃ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଟେଷ୍ଟରେ ଗାଡ଼ି ଚଳାଇ ଦେଖାଇବାକୁ ପଡ଼ିଥାଏ। କିନ୍ତୁ ବ୍ରାଜିଲ୍‌ର ଜଣେ ମହିଳାଙ୍କ ନିକଟରେ ଡ୍ରାଇଭିଂ ଲାଇସେନ୍ସ ନ...

ଗୋଟିଏ ହାତ ନ ଥାଇ ବି କରୋନା ଯୁଦ୍ଧରେ ଲଢିବାକୁ ଅଣ୍ଟା ଭିଡିଛନ୍ତି କୁନିଝିଅ

ଉଡୁପି,୨୬।୬: କର୍ନାଟକର ଉଡୁପିରେ ରହୁଥିବା ୧୦ ବର୍ଷୀୟା ଝିଅ ସିନ୍ଦୁରୀ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟି ଯାଇଛନ୍ତି। ଗୋଟିଏ ହାତ ନ ଥାଇ ବି...

୫ ଭଉଣୀ ସିଏସ୍‌ଏସ୍‌ ପରୀକ୍ଷାରେ ସଫଳତା ହାସଲ କରି ରଚିଛନ୍ତି ଇତିହାସ

ଇସଲାମାବାଦ, ୨୧।୬: ଗୋଟିଏ ପରିବାରର ୫ ଭଉଣୀ ପ୍ରଶାସନିକ ପରୀକ୍ଷାରେ ସଫଳତା ହାସଲ କରିବା ନିଶ୍ଚିତ ଭାବେ ଏକ ଗୌରବର କଥା। ଏଭଳି ଘଟଣା ପାକିସ୍ତାନରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *