Posted inଖେଳ

ମହିଳା ୧୦୦ମିଟର ରେକର୍ଡ ଭାଙ୍ଗିଲେ ଥମ୍ପସନ ହେରାଥ୍‌

ଟୋକିଓ, ୧ା୮ (ଏପି)-ଜାମାଇକାର ଇଲେନ୍‌ ଥମ୍ପସନ ହେରାଥ୍‌ ଅଲିମ୍ପିକ୍ସ ମହିଳା ୧୦୦ ମିଟର ଦୌଡ଼ ଜିତି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ଦୂରତାକୁ ୧୦.୬୧ ସେକେଣ୍ଡରେ ଅତିକ୍ରମ କରିଥିଲେ। ଏହାଦ୍ୱାରା ସେ ମହିଳା ୧୦୦ ମିଟରରେ ଫ୍ଲୋରେନ୍ସ ଗ୍ରିଫିଥ୍‌ଙ୍କ ୩୩ ବର୍ଷର ପୁରୁଣା ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। ଗ୍ରିଫିଥ୍‌ ଜୋଏନର ୧୯୮୮ ସିଓଲ ଅଲିମ୍ପିକ୍ସରେ ୧୦.୬୨ସେକେଣ୍ଡ ଟାଇମିଂ ସହ ରେକର୍ଡ ପ୍ରତିଷ୍ଠା କରିଥିଲେ। ଥମ୍ପସନ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଶେଲି ଆନ୍‌ ଫ୍ରେଜର-ପ୍ରାଇସ୍‌ଙ୍କୁ .୧୩ ସେକେଣ୍ଡରେ ପଛରେ ପକାଇ ଦେଇଥିଲେ। ଶେରିକା ଜ୍ୟାକସନ ୧୦.୭୬ ସେକେଣ୍ଡ ଟାଇମିଂରେ ବ୍ରୋଞ୍ଜ ଜିତିଥିଲେ। ଆଗକୁ ୨୦୦ ମିଟରରେ ଫ୍ରେଜର ପ୍ରାଇସ୍‌ ଓ ଥମ୍ପସନ ହେରାଥ୍‌ଙ୍କ ମଧ୍ୟରେ ପୁଣି ମୁକାବିଲା ହେବ। ଥମ୍ପସନ ହେଉଛନ୍ତି ଏହି ଇଭେଣ୍ଟର ଗତଥରର ଚାମ୍ପିୟନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୁବମନ ଶ୍ରେଷ୍ଠ ଖେଳାଳି

ନୂଆଦିଲ୍ଲୀ,୧୩।୨: ଅନ୍ତର୍ଜାତୀୟ  କ୍ରିକେଟ ପରିଷଦ (ଆଇସିସି) ୨୦୨୩ ଜାନୁୟାରୀ ମାସର ଶ୍ରେଷ୍ଠ କ୍ରିକେଟରଙ୍କ ନାଁ ଘୋଷଣା କରିଛି। ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନ୍‌ ଶୁବମନ ଗିଲ ଶ୍ରେଷ୍ଠ...

ବାଲ୍ୟ ବାନ୍ଧବୀଙ୍କୁ ଜୀବନସାଥୀ କରିଥିଲେ ରାହୁଲ…

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍‌ଙ୍କୁ ସୋମବାର ୪୭ ବର୍ଷ ପୂରଣ ହୋଇଛି। ସେ ୪୮ରେ ପାଦ ଥାପିଛନ୍ତି। ୧୯୭୩ ଜାନୁୟାରୀ ୧୧ରେ ସେ ଇନ୍ଦୋରଠାରେ...

କୋହଲିଙ୍କଠାରୁ ଏହି ଆଶା ରଖିଛନ୍ତି ଦ୍ରାବିଡ

ଲଣ୍ଡନ,୩୦।୬: ଜୁଲାଇ ୧ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ ଭାରତୀୟ...

ଭାରତ-ଇଂଲଣ୍ଡ ମଧ୍ୟ ପ୍ରଥମ ଟେଷ୍ଟ ଆରମ୍ଭ: ଟସ୍‌ ଜିତିଲା ଇଂଲଣ୍ଡ

ଲଣ୍ଡନ,୪।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚ ନଟିଂହାମର ଟ୍ରେଣ୍ଟ...

ଆତଙ୍କବାଦ ପ୍ରଭାବିତ ଅଞ୍ଚଳରେ ଟ୍ରେନିଂ ଆରମ୍ଭ କଲେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ...

ନକ୍‌ ଆଉଟରେ ନେଦରଲାଣ୍ଡ୍ସ, ସେନେଗାଲ

ଦୋହା, ୩୦।୧୧: ନେଦରଲାଣ୍ଡ୍ସ ଓ ସେନେଗାଲ ଚଳିତ ଫିଫା ବିଶ୍ୱକପର ନକ୍‌ଆଉଟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ‘ଏ’ରେ ମଙ୍ଗଳବାର ଅନୁଷ୍ଠିତ ୨ଟି ମ୍ୟାଚରେ ନେଦରଲାଣ୍ଡ୍ସ ୨-୦...

ଅଷ୍ଟ୍ରେଲିଆନ୍‌ ଓପନ : ଜୋକୋଭିଚ୍‌ – ମେଡଭେଡେଭ ଫାଇନାଲ

ମେଲବୋର୍ନ,୨୦।୨(ପି.ଟି.): ଚଳିତ ଅଷ୍ଟ୍ରେଲିଆନ୍‌ ଓପନ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ସର୍ବିୟାର ଟପ୍‌...

ପାକିସ୍ତାନଠୁ ହାରିବା ପଛର କାରଣ କହିଲେ କିମ୍ବଦନ୍ତୀ ଖେଳାଳି

ନୂଆଦିଲ୍ଲୀ,୨୬।୧୧: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ୧୦ ଉଇକେଟରେ ଭାରତକୁ ହରାଇ ଦେଇଥିଲା। ଏଥିସହ କ୍ରିକେଟ ବିଶ୍ୱକପ୍‌ ଇତିହାସରେ ଭାରତ ବିପକ୍ଷରେ ଜାରି...

Advertisement
Archives

Model This Week