Posted inଜାତୀୟ

‘ଅଗ୍ନିପଥ ଉପରେ ନ ବୁଝି ପ୍ରତିବାଦ କରାଯାଉଛି, ଏହାର ମୂଲ୍ୟ ଦେବାକୁପଡ଼ିବ’

ନୂଆଦିଲ୍ଲୀ,୧୮।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ ଯୋଜନା’କୁ ପ୍ରତ୍ୟାହାର ଦାବି କରି ଦେଶର ବିଭିନ୍ନ ରାଜ୍ୟରେ ପ୍ରତିବାଦ କରାଯାଉଛି। ଏଭଳି ସ୍ଥିତିରେ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୩ ସେନା ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି।

ବୈଠକରେ ସ୍ଥଳସେନା, ନୌସେନା ଏବଂ ବାୟୁସେନା ଲାଗି ଯୁବକଙ୍କ ନିଯୁକ୍ତି ପ୍ରକ୍ରିୟା ଉପରେ ୩ ସେନା ଅଧିକାରୀ ଆସ୍ଥା ବ୍ୟକ୍ତ କରିଛନ୍ତି। ବାୟୁସେନା ମୁଖ୍ୟ ଚିଫ୍‌ ମାର୍ଶାଲ ବିବେକ ରାମ ଚୌଧୁରୀ ଅଗ୍ନିପଥ ଯୋଜନାକୁ ନେଇ ହେଉଥିବା ପ୍ରତିବାଦ ଉପରେ ଯୁବକମାନେ ଏହି ଯୋଜନା ସମ୍ବନ୍ଧରେ ସୂଚନା ସଂଗ୍ରହ କରି ବୁଝିବା ଉଚିତ ବୋଲି କହିଛନ୍ତି। ଏପରିକି ବିରୋଧୀଙ୍କ ଆଚରଣକୁ ନିନ୍ଦା କରିଛନ୍ତି। ଆନ୍ଦୋଳନରେ ନିଜକୁ ସାମିଲ କରୁଥିବା ଚାକିରି ଆଶାୟୀଙ୍କୁ ପରବର୍ତ୍ତୀ ସମୟରେ ଏହାର ମୂଲ୍ୟ ଦେବାକୁ ପଡିବ। ଯଦି କେହି ଯାଞ୍ଚ ବେଳେ ହିଂସାକାଣ୍ଡରେ ସମ୍ପୃକ୍ତ ଥିବା ଧରାପଡ଼ନ୍ତି, ସେମାନଙ୍କୁ ପୋଲିସ କ୍ଲିୟରାନ୍ସ ମିଳିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri