Posted inଜାତୀୟ

ଆତ୍ମହତ୍ୟା କରିଥିବା ଆକ୍ରାନ୍ତଙ୍କ ପରିବାରକୁ ମିଳିବ ସହାୟତା

ନୂଆଦିଲ୍ଲୀ,୨୩ା୯: କରୋନାରେ ଆକ୍ରାନ୍ତ ହେବାର ୩୦ ଦିନ ମଧ୍ୟରେ ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କ ପରିବାରକୁ ମଧ୍ୟ ଆର୍ଥତ୍କ ସହାୟତା ଦିଆଯିବ। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ଅତିରିକ୍ତ ସତ୍ୟପାଠ ଦାଖଲ କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ଆଇସିଏମ୍‌ଆର ଗାଇଡଲାଇନ୍‌ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୧୭ରୁ ଅଧିକ ଦେଶରୁ ଆସିଛି କରୋନା ଭୂତାଣୁ: ସଂରଚନା ବି ଭିନ୍ନ ଭିନ୍ନ

ନୂଆଦିଲ୍ଲୀ,୨୭।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶକୁ ୧୭ରୁ ଅଧିକ ଭିନ୍ନ ଭିନ୍ନ ଦେଶରୁ କରୋନା ଭୂତାଣୁ ଆସିଥିବା କୁହାଯାଉଛି। ଏସବୁ ମଧ୍ୟରେ...

୩୮ ବର୍ଷ ହେବ ବିଜୁଳି ସଂଯୋଗ ନ ପାଇ ମନ୍ତ୍ରୀଙ୍କ ସାମ୍ନାରେ ବିଷ ପିଇଲେ ଚାଷୀ

ମୁମ୍ବାଇ,୧୮।୬: ମହାରାଷ୍ଟ୍ରର ଜଣେ ୩୯ ବର୍ଷୀୟ ଯୁବ ଚାଷୀ ବୁଲଦାନାଠାରେ ୨ଜଣ ମନ୍ତ୍ରୀଙ୍କ ସାମ୍ନାରେ ବିଷ ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ଈଶ୍ୱର ସୁପରାଓ...

ସାଢ଼ ୪ ବର୍ଷର ହିସାବ ଦେଲେ ମୁଖ୍ୟମନ୍ତ୍ରୀ …

ଲକ୍ଷ୍ନୌ,୧୯।୯: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ତାଙ୍କ ଶାସନ ସମୟରେ ହୋଇଥିବା ସାଢ଼େ ୪ ବର୍ଷର...

ସକାଳେ ଚାମଚେ ଏହି ରସ ମେଦବହୁଳତାରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ...

ଦୁଇ ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ୩ ମୃତ

ସିଙ୍ଗ୍ରାଉଲି,୨ା୩(ପି.ଟି.): ମଧ୍ୟପ୍ରଦେଶର ସିଙ୍ଗ୍ରାଉଲି ଜିଲାରେ ରବିବାର ଭୋର ସମୟରେ ଦୁଇଟି ମାଲ୍‌ବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆମ୍‌ଲୋରି ଖଣିରୁ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ...

ଟ୍ରେନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ରେଳ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ଟ୍ରେନରେ ଲାଗିଯାଇଛି ନିଆଁ। ପ୍ଲାଟଫର୍ମ ନଂ ୮ରେ ଥିବା ଚଣ୍ଡିଗଡ କୋଚବଲି...

ପଞ୍ଚଭୂତରେ ବିଲିନ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ: ପୁଅ ରାଜବୀର ଦେଲେ ମୁଖାଗ୍ନି

ଆଲିଗଡ଼,୨୩ ।୮: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂଙ୍କର ବୁଲନ୍ଦସହରର ନରୌରା ଘାଟରେ ଅନ୍ତିମ ସଂସ୍କାର କରାଯାଇଛି ।...

Advertisement


Archives

Model This Week