Posted inଜାତୀୟ

‘ଲୋକଙ୍କୁ ଏକାଠି କରିପାରିବ ନାହିଁ ରାଜନୀତି’

ନୂଆଦିଲ୍ଲୀ,୪।୭: ଲୋକଙ୍କୁ ଏକାଠି କରିପାରିବ ନାହିଁ ରାଜନୀତି। କିଛି ଏଭଳି କାମ ଅଛି, ଯାହା ରାଜନୀତି ଦ୍ୱାରା ସମ୍ଭବ ନୁହେଁ। ଲୋକଙ୍କ ମଧ୍ୟରେ ଏକତା ଆଣିବା ପାଇଁ ରାଜନୀତି ଏକ ମାଧ୍ୟମ ହୋଇ ନ ପାରେ। କିନ୍ତୁ ଏକତାକୁ ଧ୍ୱଂଶ କରିବା ଲାଗି ଏକ ଅସ୍ତ୍ର ହୋଇପାରେ। ମୁସଲିମ ରାଷ୍ଟ୍ରିୟ ମଞ୍ଚ ପକ୍ଷରୁ ରବିବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏହା କହିଛନ୍ତି ରାଷ୍ଟ୍ରିୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌ର) ମୁଖ୍ୟ ମୋହନ ଭାଗଓ୍ବତ।

ଏହା ପ୍ରମାଣ ହୋଇସାରିଛି ଯେ, ଆମେ ସମାନ ପୂର୍ବଜଙ୍କ ବଂଶଧର। ଭାରତର ଲୋକଙ୍କ ଡିଏନ୍‌ଏ ମଧ୍ୟ ସମାନ। ଭାରତରେ ମୁସଲିମମାନେ ବିପଦରେ ନାହାନ୍ତି। କାରଣ ଏକତା ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ଆଲୋଚନା ମାଧ୍ୟମରେ ମତଭେଦର ସମାଧାନ ହୋଇପାରିବ। ଏଣୁ ଇସଲାମ ଭାରତରେ ବିପଦରେ ଥିବା ଜାଲରେ ଫଶ ନାହଁ ବୋଲି ରାଓ୍ବତ କହିଛନ୍ତି। ଉଲ୍ଲେଖଯୋଗ୍ୟ, ମୁସଲିମ ରାଷ୍ଟ୍ରିୟ ମଞ୍ଚ ହେଉଛି ଆରଏସ୍‌ଏସ୍‌ର ମୁସଲିମ ସଂଘ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri