ଠାବ ହୋଇଥିବା ଦ୍ୱିତୀୟ ବିଶ୍ୱଯୁଦ୍ଧ ବୋମାକୁ କରାଗଲା ନିଷ୍କ୍ରିୟ

ଓ୍ବାରସା, ୧୨।୮: ପୋଲାଣ୍ଡର ଲୁବିନ ସହରର ଏକ ନିର୍ମାଣାଧୀନ କୋଠା ନିକଟରୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମା ଠାବ ହୋଇଛି। ଶ୍ରମିକମାନେ କାମ କରୁଥିବା ବେଳେ ମାଟିତଳେ ଏକ ବୋମା ଥିବା ଦେଖିବାକୁ ପାଇଥିଲେ। ଫଳରେ ତୁରନ୍ତ ଅଞ୍ଚଳରୁ ୧୪ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା।

ଘଟଣା ଜଣାପଡିବା ପରେ ମିଲିଟାରି ଇଞ୍ଜିନିୟର ପହଞ୍ଚି ବୋମାକୁ ବାହାର କରିବା ସହ ନିଷ୍କ୍ରିୟ କରିଥିଲେ। ଠାବ ହୋଇଥିବା ବୋମାର ଓଜନ ପ୍ରାୟ ୨୫୦ କେ.ଜି. ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?