ରାଜ୍ୟରେ ହଜାରେ ପୁଣି ବଢିଲା କରୋନା ସଂକ୍ରମଣ: ଆଜି ହଜାରେ ଉପରେ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ କିନ୍ତୁ ଗୁରୁବାର ପୁଣି ସଂକ୍ରମଣ କିଛିଟା ବଢି ୧୦୪୧ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ୪୩୬ଟି ହେଉଛି ଲୋକାଲ କେସ। ବାକି ୧୨୮ ଜଣ ୦-୧୮ ବର୍ଷରୁ ପିଲା ବୋଲି ଜଣାପଡିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି।
୯୯୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୧ହଜାର ୩୧୬ ଜଣ ସୁସ୍ଥ ହୋଇସାରିଛନ୍ତି। ୯ ହଜାର ୬୬୪ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: କଂଗ୍ରେସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାକୁ ପ୍ରତ୍ୟାହାର ଦାବିରେ କଂଗ୍ରେସ ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରାଯାଇଛି। ଦଳ ତରଫରୁ ପ୍ରତ୍ୟେକ...

ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...

୪ ବର୍ଷ ହେଲା ସ୍ଥାୟୀ ଉପନିବନ୍ଧକ ନାହାନ୍ତି

ନାଉଗାଁ , ୨୨ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ଉପନିବନ୍ଧକ କାର୍ଯ୍ୟାଳୟରେ ଉପନିବନ୍ଧକଙ୍କ ପଦବୀ ଦୀର୍ଘ ୪ ବର୍ଷ ହେବ ଖାଲି ପଡିଛି। ୨୦୧୮ ସେପ୍ଟେମ୍ବରରେ ମହେଶ୍ୱର...

ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି...

୧୦ ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା ଅଫିସ,୨୮।୧୨: ଜାନୁୟାରୀ ୨ ରୁ ୧୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରହିବ। ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ଭିତରକନିକାରେ କୁମ୍ଭୀର...

୧୪ ଘଣ୍ଟା ପରେ ଉଠାଗଲା ମୃତଦେହ

ଅନୁଗୋଳ ଅଫିସ୍‌, ୧୩ା୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ମୃତ୍ୟୁ ପରେ କରୋନା ସନ୍ଦେହରେ ଦୀର୍ଘ ୧୪ ଘଣ୍ଟା ମୃତଦେହ ପକାଇ ରଖାଯାଇଥିଲା।...

୮ଜଣଙ୍କୁ କଳିଙ୍ଗ ପ୍ରତିଭା ସମ୍ମାନ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ସଂସ୍କୃତି ଓ ସଂସ୍କୃତି ଏବଂ ଶିକ୍ଷାବିତ୍‌ ହାଡିବନ୍ଧୁ ହାଲି ଫାଉଣ୍ଡେଶନ୍‌ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୫ମ ରାଜ୍ୟସ୍ତରୀୟ କଳିଙ୍ଗ ପ୍ରତିଭା ସମ୍ମାନ...

୬ ଦାଦନ ପ୍ରବଣ ବ୍ଳକରେ ଫୋକସ୍‌

ବଲାଙ୍ଗୀର ଅଫିସ, ୩ା୧୧ ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଶନିବାର ବଲାଙ୍ଗୀର ଟାଉନ୍‌ ହଲଠାରେ ଦାଦନ ସମସ୍ୟା ରୋକିବା ନେଇ...

Advertisement
Archives

Model This Week