ନୃସିଂହ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ଼: ସକାଳୁ ସକାଳୁ ଘଟିଲା…

ଗଞ୍ଜାମ,୩୦।୪(ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୃସିଂହ ଚତୁର୍ଦ୍ଧଶୀ ମହା ସମାରୋହରେ ପାଳିତ ହେଉଛି। ଏହି ଉପଲକ୍ଷେ ଗଙ୍ଗା ମାତାଙ୍କ ପୂଜାର୍ଚ୍ଚନା ପାଇଁ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଗୁରୁବାର ସକାଳୁ ଚାରି ପ୍ରହର ନାମଯଜ୍ଞ ଆରମ୍ଭ ହୋଇଛି l ନୃସିଂହ ଠାକୁରଙ୍କୁ ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି l ଅପରାହ୍ନରେ ଠାକୁରଙ୍କ ନଗର ପରିକ୍ରମା ପରେ ପୁର୍ଣ୍ଣହୁତି ଅନୁଷ୍ଠିତ ହେବ l ରାମନାମରେ ଦିନ ତମାମ ପ୍ରକମ୍ପିତ ହୋଇଥିଲା ଗ୍ରାମ l ଏହାକୁ ସାହି ପରିଚାଳନା କମିଟି ବୃନ୍ଦଙ୍କ ସହ ସମସ୍ତ ସାହି ବାସିନ୍ଦା ପରିଚାଳନା କରୁଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଙ୍କାଳ ଧରି ଜିତୁ ମୁଣ୍ଡା ବ୍ୟାଙ୍କ ଯିବା ଘଟଣା, ପ୍ରାଥମିକ ତଦନ୍ତ ପରେ ଏଭଳି କହିଲେ ଉତ୍ତରାଞ୍ଚଳ RDC

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଂଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା…

୨୦୧୬ରୁ ରାଶନ ଚାଉଳରୁ ବଞ୍ଚିତ ଘନଶ୍ୟାମ, ଧାମନଗର ବ୍ଲକ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ…

ଧାମନଗର,୩୦।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଅସୁରାଳି ପଞ୍ଚାୟତ ତୋରବନ୍ତିଆ ଗ୍ରାମର ଘନଶ୍ୟାମ ଖଟୁଆ ଦୀର୍ଘ ୧୦ ବର୍ଷରୁ ଉର୍ଦ୍ଧ ହେବ ରାଶନ ସାମଗ୍ରୀରୁ ବଞ୍ଚିତ…

ଭଞ୍ଜନଗରରେ ପେଟ୍ରୋଲ ଅଭାବ: ଚିନ୍ତାରେ ଲୋକେ

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ): ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ରାଜ୍ୟର ନିର୍ବାଚନ ବୁଧବାର ସରିଛି। ଏହାପରେ ଦେଶରେ ପେଟ୍ରୋଲ ଦର ବଢ଼ିବ ବୋଲି ଲୋକଙ୍କ ମନରେ…

ବଢୁଛି କିଡନୀ ରୋଗ: ୪ ଦିନରେ ଗଲାଣି ଏତିକି ଜଣଙ୍କ ଜୀବନ

ଅମରପାଲି, ୩୦।୪ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ଓ ଦୁର୍ଜନତୈଲା ପଞ୍ଚାୟତ ଅଞ୍ଚଳରେ କିଡନୀ ରୋଗ ଏବେ ମହାମାରୀ ଭଳି…

ଦୁଇ ଟ୍ରକ୍‌ ମୁହାଁମୁହିଁ ପରେ ଲାଗିଲା ନିଆଁ: ଜିଅନ୍ତା ଜଳିଗଲେ ଚାଳକ

ହେମଗିର,୩୦ା୪(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାସ୍ଥିତ ଗୋପାଳପୁର ଡିବିଏଲ କମ୍ପାନୀ ସମ୍ମୁଖରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ହେବାରୁ ନିଆଁ ଲାଗିଯାଇଥିଲା। ଫଳରେ ଟ୍ରକ୍‌ ଚାଳକ ନିଆଁରେ ପୋଡ଼ି ହୋଇ…

ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍‌ପି-ବିଧାୟକ ସମୀକ୍ଷା କରି କହିଲେ…

ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍‌ପି…

କାଜୁ ବଗିଚାରେ ପଡ଼ିଛି ଦନ୍ତାହାତୀର ମୃତଦେହ, ବନବିଭାଗର ତଦନ୍ତ ଆରମ୍ଭ

ବଲାଙ୍ଗୀର,୩୦।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଚାନୁଟମାଲ ଗାଁର ଏକ କାଜୁ ବଗିଚାରେ ଗୋଟିଏ ଦନ୍ତାହାତୀର ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ବନ ବିଭାଗ…

ଯୁବତୀ-ଯୁବକଙ୍କ ଭିତରେ ପଶିଲା ପୋଲିସ, ୩କର୍ମୀଙ୍କୁ ପିଟିପିଟି…

କଟକ,୩୦।୪(ପ୍ରଭୁକଲ୍ୟାଣ ପାଲ୍): କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ପୋଲିସ କର୍ମଚାରୀଙ୍କୁ ଅସାମାଜିକ ଯୁବକଙ୍କ ଦ୍ୱାରା ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri