Posted inଜାତୀୟ

କୁସ୍ତିଯୋଦ୍ଧାଙ୍କୁ ସମର୍ଥନ କରି ଦିଲ୍ଲୀରେ ବିକ୍ଷୋଭ କରିବେ ହଜାର ହଜାର ଚାଷୀ

ନୂଆଦିଲ୍ଲୀ,୭।୫:ଦେଶର କୁସ୍ତିଯୋଦ୍ଧାମାନେ ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆଣି ଆନ୍ଦୋଳନ ଜାରି ରଖିଛନ୍ତି। ତେବେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନକୁ ସଂଯୁକ୍ତ କିଷାନ ମୋର୍ଚ୍ଚା ସମର୍ଥନ କରିଛି। କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ଚାଷୀ ରବିବାର ଯନ୍ତରମନ୍ତରରେ ପହଞ୍ଚିବେ। ଧାରଣା ସ୍ଥଳରେ ଖାପ ପଞ୍ଚାୟତ ପକ୍ଷରୁ ମହା ପଞ୍ଚାୟତ ସଭା ହେବ।
ସୂଚନା ଅନୁଯାୟୀ, ୨ ସପ୍ତାହ ଧରି ଯନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ନିକଟସ୍ଥ ରାଜ୍ୟରୁ ଖାପ ପଞ୍ଚାୟତ ନେତା ତଥା କୃଷକ ସଂଗଠନ ସହ ଜଡିତ ବହୁ ସଂଖ୍ୟକ ଲୋକ ଧାରଣା ସ୍ଥଳରେ ପହଞ୍ଚିବେ। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସୀମା ଏବଂ ଯନ୍ତରମନ୍ତର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିକ୍ଷୋଭକାରୀଙ୍କ ଚାରିପାଖରେ ଆରଏଏଫ, ସିଆରପିଏଫ ଏବଂ ଦିଲ୍ଲୀ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି। ଏହା ସହିତ ଦିଲ୍ଲୀ ସୀମାରେ ପ୍ରବେଶ କରୁଥିବା ଯାନବାହନଗୁଡିକର ଯାଞ୍ଚକୁ ମଧ୍ୟ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri