ଭୂସ୍ଖଳନ ପାଇଁ ଫସିଛନ୍ତି ହଜାର ହଜାର ପର୍ଯ୍ୟଟକ

ଇସଲାମାବାଦ,୨୪ା୭: ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ଉତ୍ତର ପାକିସ୍ତାନର ଅନେକ ପ୍ରମୁଖ ରାସ୍ତାକୁ ଅବରୋଧ କରିଛି। ଅଧିକାରୀମାନେ ସୋମବାର କହିଛନ୍ତି, ଏହି ଭୂସ୍ଖଳନ ଅନେକ ପର୍ଯ୍ୟଟକ ଫସି ରହିଛନ୍ତି। ଉଲ୍ଲେଖନୀୟ ଯେ, ଗତ ମାସରେ ପାଣିପାଗ ସମ୍ବନ୍ଧୀୟ ଘଟଣା ଯୋଗୁ ମୃତ୍ୟୁ ସଂଖ୍ୟା ଅତି କମ୍‌ରେ ୧୩୩କୁ ବୃଦ୍ଧି ପାଇଛି।

ବିପର୍ଯ୍ୟୟ ପରିଚାଳନା ଏଜେନ୍ସି ଏକ ପାଣିପାଗ ସତର୍କ ସୂଚନା ଜାରି କରିଛି ଯେ, ମୌସୁମୀ ବର୍ଷା ଯୋଗୁ ଭୂସ୍ଖଳନ ଓ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏହା ସତ୍ତ୍ୱେ ହଜାର ହଜାର ପର୍ଯ୍ୟଟକ ଉତ୍ତରର ସୁନ୍ଦର ପର୍ଯ୍ୟଟନ ସ୍ଥାନ ପରିଦର୍ଶନ କରିବା ପାଇଁ ଆସିଥିଲେ। ଏହି କାରଣରୁ ଅନେକ ରାସ୍ତା ବନ୍ଦ କରି ଦିଆଯାଇଥିଲା। ଫଳରେ ପର୍ଯ୍ୟଟକମାନେ ଯାଇ ନ ପାରି ଫସି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri