ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୦ କାରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୪୦ କାରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨ ଲକ୍ଷ ୭୮ ହଜାର ୧୨୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁନ୍ଦରଗଡ ଜିଲାରୁ ୮ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତି, ଖୋର୍ଦ୍ଧା ଏବଂ ସମ୍ବଲପୁରରୁ ୬ଜଣ, ଯାଜପୁରରୁ ୫ ଜଣ ଥିବା ବେଳେ ବାଲେଶ୍ୱର, ଗଞ୍ଜାମ ଏବଂ ମୟୁରଭଞ୍ଜରୁ ୨ ଜଣ ଲେଖାଏ ଅଛନ୍ତି। ସେହିପରି ବରଗଡ, କଟକ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌

ସମ୍ବଲପୁର,୧୮।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଶନିବାର ୫ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ରବିବାର ସକାଳେ ପୁଣି ଦୁଇଟି ଗେଟ ଖୋଲାଯାଇଛି। ମୋଟ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୦୭ କରୋନା ପଜିଟିଭ: ଆଖିବୁଜିଲେ ୫

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ୪୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ...

ଆଖି ବୁଜିଲେ ବଳାତ୍କାର ଶିକାର ନାବାଳିକା

ବାରିପଦା ଅଫିସ, ୩ା୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ବଳାତ୍କାର ପୀଡିତାଙ୍କ ଚିକିତ୍ସାଧୀନ ଅବସ୍ଥାରେ ସୋମବାର...

ଇମାମି ପେପର ମିଲ୍‌ ଗୋଦାମରେ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ରେମୁଣାସ୍ଥିତ ଇମାମି ପେପର ମିଲ୍‌ ଗୋଦାମରେ ମଙ୍ଗଳବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲିଭା କାର୍ଯ୍ୟରେ ୫ଟି ଦମକଳବାହିନୀ ସହ ଏନ୍‌ଡିଆର୍‌ଏଫ୍‌ର...

ପ୍ରତ୍ୟେକ ମାସରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବଙ୍କୁ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା...

ରବିଧାନ ସଂଗ୍ରହ ପାଇଁ ମାର୍ଗଦର୍ଶିକା: ମେ’ ମାସ ପ୍ରଥମ ସପ୍ତାହରୁ ହେବ ସଂଗ୍ରହ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟର ୧୭ଟି ଜିଲାରେ ମେ’ ମାସ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଚଳିତ ରବିଧାନ ସଂଗ୍ରହ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ପାଇଁ...

୨୦୨୧ରେ ହୋଇପାରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୪ା୧୧: ଚଳିତବର୍ଷ ଭଳି ଆସନ୍ତା ବର୍ଷ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହୋଇପାରେ। ୨୦୨୧ ମସିହାର କ୍ୟାଲେଣ୍ଡର ବଜାରକୁ ଆସିବା ପରେ ଏହି ଚର୍ଚ୍ଚା ଜୋର୍‌...

ପୁରୀରେ ନଦୀକୂଳିଆ ଲୋକେ ଛାନିଆ: କଣାସ ବ୍ଲକରେ ସ୍ଥିତି ଗମ୍ଭୀର

ପୁରୀ ଅଫିସ,୩୦। ୮: କରୋନା ଆତଙ୍କ ଥମି ନ ଥିବାବେଳେ ଆସୁଛି ବନ୍ୟା। ବୋଝ ଉପରେ ନଳିତା ବିଡ଼ା ସଦୃଶ ଏଭଳି ଦୁଃସ୍ଥିତିକୁ ସାମ୍ନା କରିବାକୁ...

Advertisement
Archives

Model This Week