ଇରାନ ଆକ୍ରମଣ କରିବା ଆଶଙ୍କା: ସୈନ୍ୟଙ୍କ ଛୁଟି ବାତିଲ କଲା ଇସ୍ରାଏଲ୍‌

ଜେରୁଜେଲମ,୬ା୪: ସିରିଆରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ ଯୋଗୁ ଇରାନର ୨ ଜଣ ଜେନେରାଲଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହାର ଜବାବରେ ଇରାନ ଆକ୍ରମଣ କରିବା ଆଶଙ୍କା ଥିବାରୁ ଇସ୍ରାଏଲ୍‌ ଏହାର ଜିପିଏସ୍‌ ନାଭିଗେଶନ ସେବାକୁ ବନ୍ଦ କରିବା ସହ ସୈନ୍ୟମାନଙ୍କ ଛୁଟି ବାତିଲ କରିଛି। ଗାଜା ଷ୍ଟ୍ରିପ୍‌ରେ ଇସ୍ରାଏଲ୍‌ ୬ ମାସ ହେଲା ଯୁଦ୍ଧ ଚଳାଇଥିବାବେଳେ ଏପ୍ରିଲ ୫ ପବିତ୍ର ରମଜାନ ମାସର ଶୁକ୍ରବାର ପରେ ଇରାନ ଯେକୌଣସି ସମୟରେ ଆକ୍ରମଣ କରିବା ଆଶଙ୍କା ରହିଛି। ପାଲେଷ୍ଟାଇନ୍‌କୁ ସମର୍ଥନରେ ଇରାନ ଶୁକ୍ରବାରକୁ ଜେରୁଜେଲମ୍‌ ଡେ’ ଭାବେ ପାଳନ କରିଛି। ସୂଚନାଯୋଗ୍ୟ, ୩ ଦିନ ପୂର୍ବେ ଇସ୍ରାଏଲ୍‌ ସେନା ସିରିଆ ରାଜଧାନୀରେ ଥିବା ଇରାନ କୂଟନୈତିକ କାର୍ଯ୍ୟାଳୟ ପରିସରରେ ବିମାନରୁ ବୋମାମାଡ଼ କରିଥିଲା। ଏଥିରେ ଇରାନ କୁଡ୍ସ ଫୋର୍ସ କମାଣ୍ଡର ଜେନେରାଲ ମହମ୍ମଦ ରେଜା ଜାହେଦି ନିହତ ହୋଇଥିଲେ। ୨୦୨୦ରେ ଆମେରିକା ଡ୍ରୋନ୍‌ ଆକ୍ରମଣରେ କୁଡ୍ସ ଫୋର୍ସ କମାଣ୍ଡର ମେଜର ଜେନେରାଲ କାସିମ ସୋଲେଇମାନିଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ଜାହେଦିଙ୍କ ମୃତ୍ୟୁ ସବୁଠୁ ବଡ଼ ହାଇପ୍ରୋଫାଇଲ୍‌ ହତ୍ୟାକାଣ୍ଡ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri