ୟୁକ୍ରେନ୍‌ ପରି ତାଇଓ୍ବାନ ଉପରେ ଆକ୍ରମଣ ହେବା ଆଶଙ୍କା, ୧୭ ଚାଇନା ଯୁଦ୍ଧ ବିମାନ-୩ ଯୁଦ୍ଧ ପୋତ ସୀମାରେ…

ତାଇପେଇ,୧୯।୧୧ : ରୁଷିଆର ୟୁକ୍ରେନ ଉପରେ ଆକ୍ରମଣ ପରେ ଅନ୍ୟ ଏକ ଯୁଦ୍ଧର ବିପଦ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ତାଇୱାନ ଆଡ଼କୁ ନିଜର ଯୁଦ୍ଧ ବିମାନ ଏବଂ ଯୁଦ୍ଧ ଜାହାଜ ପଠାଇ ଚାଇନା କ୍ରମାଗତ ଭାବେ ଯୁଦ୍ଧ ଆଶଙ୍କା ସୃଷ୍ଟି କରୁଛି। ସମ୍ପ୍ରତି ଚାଇନା ୧୭ ଟି ସାମରିକ ଯୁଦ୍ଧ ବିମାନ ଏବଂ ତିନୋଟି ନୌସେନା ଯୁଦ୍ଧ ପୋତଜ ତାଇୱାନର ସୀମାରେ ପହଞ୍ଚାଇଛି।

ତାଇଓ୍ବାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ଚାଇନାର ୧୭ ଟି ସାମରିକ ବିମାନ ଏବଂ ତିନୋଟି ନୌସେନା ଜାହାଜ ଉପରେ ନଜର ରଖିଛି। ଏଥିରେ ଏକ ଡ୍ରୋନ ମଧ୍ୟ ଅନ୍ତର୍ଭୁକ୍ତ, ଯାହା ସୀମା ଅତିକ୍ରମ କରିଛି। ଶୁକ୍ରବାର ଏବଂ ଶନିବାର ଚାଇନାର ଯୁଦ୍ଧ ବିମାନ ତାଇୱାନର ଏୟାର ଡିଫେନ୍ସ ଆଇଡେଣ୍ଟିଫିକେଶନ ଜୋନରେ ପ୍ରବେଶ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?