Posted inଜାତୀୟ

ମହାକୁମ୍ଭରେ ଗଣଧର୍ମାନ୍ତରୀକରଣ ଆଶଙ୍କା

ଲକ୍ଷ୍ନୌ,୫।୧: ଆସନ୍ତା ୧୩ରୁ ଆରମ୍ଭ ହେବାକୁ ଯାଉଥିବା ମହାକୁମ୍ଭରେ ବହୁସଂଖ୍ୟାରେ ମୁସଲମାନ ଗଣ ଧର୍ମାନ୍ତରୀକରଣର ଶିକାର ହୋଇପାରନ୍ତି ବୋଲି ଆଶଙ୍କା କରି ଜଣେ ବରିଷ୍ଠ ଧର୍ମୀୟ ନେତା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପତ୍ର ଲେଖିଛନ୍ତି। ଏହି ମେଗା ସମାବେଶରୁ ମୁସଲମାନମାନଙ୍କୁ ଦୂରେଇ ରଖିବା ପାଇଁ କେତେଜଣ ହିନ୍ଦୁ ସନ୍ଥ ସଂଗଠନ ଦାବି ଉଠାଇଥିବା ଅନ୍ୟ ସାମ୍ପ୍ରଦାୟିକ ନେତାମାନେ ଅଭିଯୋଗ କରିଛନ୍ତି। ମ

ହାକୁମ୍ଭ ପାଇଁ ସମସ୍ତ ସାମଗ୍ରୀ ହିନ୍ଦୁ ବ୍ୟବସାୟୀଙ୍କଠାରୁ କିଣିବା ପାଇଁ ଅଖିଳ ଭାରତୀୟ ଆଖଡ଼ା ପରିଷଦ (ଏବିଏପି) ଗତବର୍ଷ ଆହ୍ବାନ ଦେଇଥିବା ଅଭିଯୋଗ ହୁଏ। ଉତ୍ତରପ୍ରଦେଶର ପ୍ରୟାଗରାଜରେ ପ୍ରତି ୧୨ ବର୍ଷରେ ମହାକୁମ୍ଭ ଆୟୋଜିତ ହେଉଥିବାବେଳେ ଏଥର ଜାନୁଆରୀ ୧୩ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି।

ଅଲ୍‌ ଇଣ୍ଡିଆ ମୁସ୍‌ଲିମ୍‌ ଜମାତ ଅଧ୍ୟକ୍ଷ ମୌଲାନା ଶାହାବୁଦ୍ଦିନ୍‌ ରାଜଭି ବରେଲ୍‌ଭି ମୁସଲମାନମାନଙ୍କୁ ମହାକୁମ୍ଭ ନ ଯିବା ପାଇଁ ପରାମର୍ଶ ଦେଇଥିଲେ। ମୁସଲମାନ ଗଣଧର୍ମାନ୍ତରୀକରଣ ଯୋଜନାକୁ ଅକାମୀ କରିବାକୁ ସେ ଆଦିତ୍ୟନାଥଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଜଣାଇସାରିଥିବାରୁ ଧର୍ମାନ୍ତରୀକରଣ ରୋକିବା ଏବେ ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୈଫଙ୍କଠାରୁ ଏତିକି ଟଙ୍କା ଦାବି କରିଥିଲେ ଆକ୍ରମଣକାରୀ, ସାମ୍ନାକୁ ଆସିଲା ବଡ଼ ତଥ୍ୟ

ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ମୁମ୍ବାଇ ପୋଲିସ ଏକ ଏଫ୍‌ଆଇଆର ରୁଜୁ କରିଛି। ଏବେ ଏହି ଦୁଇ ପୃଷ୍ଠାର ଏଫଆଇଆରର...

ଖାତା କଲମରେ ହେବ ନିଟ୍ ୟୁଜି ୨୦୨୫ ପରୀକ୍ଷା

ନୂଆଦିଲ୍ଲୀ,୧୬।୧: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଘୋଷଣା କରିଛି ଯେ ନ୍ୟାସନାଲ ଏଲିଜିବିଲିଟି-କମ୍-ଏଣ୍ଟ୍ରାନ୍ସ ଟେଷ୍ଟ ବା NEET (UG)-୨୦୨୫ ପେନ୍ ଆଣ୍ଡ୍ ପେପର୍ ମୋଡ୍ (OMR-ଆଧାରିତ)...

ସ୍ମୃତି-ନୁପୁରଙ୍କୁ ମିଳିଲା ନାହିଁ ଟିକେଟ ସମସ୍ତ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ୬୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ଜେଡିୟୁ ଏବଂ ଏଲଜେପିକୁ...

କିଏ କରିଥିଲା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ, ଆସିଲା ସିସିଟିଭି ଫୁଟେଜ

ମୁମ୍ବାଇ,୧୬।୧: ବୁଧବାର ବିଳମ୍ବିତ ରାତିରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣ କିଏ ଆଉ କାହିଁକି କରିଛି...

୮ମ ବେତନକୁ ମଞ୍ଜୁରୀ: ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ, କେତେ ବଢିଯିବ ଦରମା, ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୧: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଲକ୍ଷ ଲକ୍ଷ କର୍ମଚାରୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରୀୟ କ୍ୟାବିନେଟ ସମସ୍ତ କଳ୍ପନାଜଳ୍ପନାକୁ...

ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୧: ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ...

ଅପରେଶନ ପରେ ବିପଦମୁକ୍ତ ସୈଫ

ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ତାଙ୍କ ନିଜ ଘରେ ଛୁରୀରେ ଆକ୍ରମଣ ହୋଇଛି। ଏହା ପରେ ତାଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ...

ସୈଫଙ୍କୁ ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କଲା ପୋଲିସ, ଏହି କାରଣ ପାଇଁ ହୋଇଛି…

ମୁମ୍ବାଇ,୧୬ା୧: ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କୁ ଛୁରାମାଡ଼ ହୋଇଛି। ଇତିମଧ୍ୟରେ ସୈଫ୍‌ଙ୍କୁ ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ଚୋରି କରିବାକୁ ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri