ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ

କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ ମଧ୍ୟରେ ଦୁଇ ଦେଶର ସୀମାର ଅନେକ ସ୍ଥାନରେ ଅନେକ ଅନୁପ୍ରବେଶ ରୋକିଲାଣି ସେନା।

ଏହି କ୍ରମରେ ଓଡ଼ିଶାରେ ବିଶାଳ ସମୁଦ୍ର ତଟ ରହିଛି। ବୋଟ୍‌ ଯୋଗେ ବାଂଲାଦେଶୀମାନେ ଆସିବା ସମ୍ଭାବନା ଥିବାରୁ ପୋଲିସ ସତର୍କ ହୋଇଯାଇଛି। ଏଥିପାଇଁ ପାଟ୍ରୋଲିଂ ବଢ଼ାଇବାକୁ ୧୮ଟି ସାମୁଦ୍ରିକ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ାକୁ ବିଶେଷ ଭାବେ ଆଲର୍ଟ କରାଯାଇଛି।

ସମୁଦ୍ରରେ ୫ ନଟିକାଲ ମାଇଲ୍‌ ପର୍ଯ୍ୟନ୍ତ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ବେଳେ ସବୁ ସାମୁଦ୍ରିକ ଥାନାକୁ ଅଧିକ ଷ୍ଟାଫ୍‌ ଓ ସହଯୋଗ ଯୋଗାଇ ଦିଆଯାଇଛି। ଏଥିପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ହୋଇଥିବା ବେଳେ କଡ଼ା ନଜର ରଖାଯାଇଛି ବୋଲି ଡିଜିପି ଅରୁଣ ଷଡ଼ଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?