ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର ଘୂରି ବୁଲୁଛି । ଯାହା ଏବେ ଶ୍ରଦ୍ଧାଳୁଙ୍କ ମନରେ ବିସ୍ମୟ ସୃଷ୍ଟି କରିବା ସହିତ ପୋଷ୍ଟ ପ୍ରତି ଆଶଙ୍କା ପ୍ରକାଶ କରୁଛନ୍ତି । ଏହି ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ବଳଦେବ ସେନା ପକ୍ଷରୁ ଏସ୍‌ପିଙ୍କୁ ଅଭିଯୋଗପତ୍ର ସୋମବାର ପ୍ରଦାନ କରାଯାଇଛି ।

ସେନା ସଭାପତି ପପୁନ କୁମାର ସ୍ବାଇଁ କହିଛନ୍ତି, ତୁଳସୀ କ୍ଷେତ୍ରାଧିପତି ବଳଦେବଜୀଉଙ୍କ ମନ୍ଦିର ଏକ ସନାତନୀ ଆଧ୍ୟାତ୍ମ୍ୟସ୍ଥଳୀ। ଏହା ୪୦୦ ବର୍ଷ ପୂର୍ବେ ଇଚ୍ଛାପୁରରେ ସ୍ଥାପିତ ହୋଇଥିବା ବେଳେ ସାରା ଦେଶରୁ ଶ୍ରଦ୍ଧାଳୁ ଏଠାକୁ ଆସିଥାନ୍ତି । ଏହାର ସୁରକ୍ଷା ପ୍ରତି କାହାରି ନଜର ନାହିଁ । ଅପରପକ୍ଷରେ କୌଣସି ଏକ ବ୍ୟକ୍ତି ଛଦ୍ମନାମ ବ୍ୟବହାର କରି ଏହି ମନ୍ଦିର ସହିତ ବହୁ ପୁରାତନ ଲଛମନଜୀଉ ମନ୍ଦିର ବୋମାରେ ଉଡାଇ ଦେବାକୁ ସାମାଜିକ ଗଣମାଧ୍ୟମରେ ଧମକ ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri