Posted inଜାତୀୟ

ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ,୧୨।୯: ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଶୁକ୍ରବାର ଧମକ ମିଳିଛି। ଦୁର୍ବୃତ୍ତମାନେ ମେଲ୍‌ ଯୋଗେ ଏହି ଧମକ ଦେଇଛନ୍ତି। କୋର୍ଟର ୩ଟି ରୁମ୍‌ରେ ୩ଟି ବୋମା ଖଞ୍ଜାଯାଇଥିବା ମେଲ୍‌ରେ ଉଲ୍ଲେଖ ରହିଛି। ଦିନ ୨ଟା ପୂର୍ବରୁ ବୋମା ବିସ୍ଫୋରଣ ହେବ ବୋଲି ଦୁର୍ବୃତ୍ତମାନେ ମେଲ୍‌ରେ ଦର୍ଶାଇଛନ୍ତି।

ବୋମା ଧମକ ପରେ ଦିଲ୍ଲୀ ହାଇକୋର୍ଟକୁ ଖାଲି କରି ଦିଆଯାଇଛି। ଏପରିକି ଦିଲ୍ଲୀ ପୋଲିସ ବିଚାରପତି, ଓକିଲ ଏବଂ କର୍ମଚାରୀଙ୍କୁ ବାହାରକୁ ନେଇ ଆସିଥିବା ବେଳେ କୋର୍ଟ ପରିସରରେ ବୋମା ନିଷ୍କ୍ରିୟକାରୀ ଟିମ୍‌ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି। ଅନ୍ୟପକ୍ଷେ ଦିଲ୍ଲୀ ହାଇକୋର୍ଟ ପରିସରରେ ଦିଲ୍ଲୀ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଆଗେ ଆଗେ ଦନ୍ତା, ପଛେ ପଛେ ଲୋକେ- ବନ ବିଭାଗ କର୍ମଚାରୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ଆନନ୍ଦପୁର ୬।୬(ସୁଶାନ୍ତ କୁମାର ସାହୁ ): ଗାଁ ପରେ ଗାଁ ବୁଲୁଛି ଦନ୍ତା । ଆଗେ ଆଗେ ଦନ୍ତା ପଛେ ପଛେ ସ୍ଥାନୀୟ ଲୋକେ ଓ ବନ…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri