Posted inଜାତୀୟ

ଏୟାରଇଣ୍ଡିଆ ବିମାନକୁ ଅପହରଣ ଧମକ, ଉଡ଼ାଣ ପୂର୍ବରୁ ପାଇଖାନାରୁ ମିଳିଲା…

କୋଲକାତା,୧୧ା୧୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଖେଳିଯାଇଛି ହଇଚଇ। କୋଲକାତାରୁ ମୁମ୍ବାଇ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଉଡ଼ାଣ ପୂର୍ବରୁ କ୍ୟାନ୍‌ସେଲ୍‌ କରାଯାଇଛି। ବିମାନର ପାଇଖାନାରୁ ଏକ କାଗଜପତ୍ରରେ ଅପହରଣ ଧମକପୂର୍ଣ୍ଣ ନୋଟ୍‌ ମିଳିବା ପରେ ଏହି ପଦକ୍ଷେପ ନିଆଯାଇଛି।

ନୋଟ୍‌ ମିଳିବା ପରେ ବିମାନ କର୍ମଚାରୀମାନେ ତତ୍‌କ୍ଷଣାତ୍‌ ଏୟାର ଟ୍ରାଫିକ କଣ୍ଟ୍ରୋଲ (ATC) ଟାଓ୍ବାରକୁ ସତର୍କ କରାଇଥିଲେ। ସୁରକ୍ଷା ଦୃଷ୍ଟିରୁ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବିମାନରୁ ଓହ୍ଲାଇ ଦିଆଯାଇଥିଲା ଏବଂ ବିମାନଟିକୁ ଏକ ଆଇସୋଲେସନ୍‌କୁ ନିଆଯାଇଥିଲା। ବର୍ତ୍ତମାନ ସୁରକ୍ଷା କର୍ତ୍ତୃପକ୍ଷଙ୍କ ଦ୍ୱାରା ବିମାନଟିର କଡ଼ା ଯାଞ୍ଚ କରାଯାଉଛି। ଏହି ବିମାନରେ ୯୩ ଜଣ ଯାତ୍ରୀ ଥିଲେ। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଓହ୍ଲାଇ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ନେଇ ଜୋର୍‌ ଧରିଲା ଦାବି

ଅମରପାଲି,୧୧ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନକୁ ନେଇ ବିଭିନ୍ନ ଗ୍ରାମ ମଧ୍ୟରେ ଦାବି ଜୋର ଧରିଛି। ନିଜ…

ଚୁଲି ମୁହଁ ପଶ୍ଚିମକୁ କାହିଁକି? ଜାଣନ୍ତୁ ଏହା ପଛର କାରଣ…

ଆଗକାଳରେ ସମସ୍ତଙ୍କ ଘରେ ପ୍ରାୟ ଚୁଲିରେ ରୋଷେଇ ହେଉଥିଲା। ଏବେ ଯୁଗ ବଦଳିଛି ଲୋକେ ଗ୍ୟାସ୍‌ରେ ରୋଷେଇ କରୁଛନ୍ତି। ମାତ୍ର ଆଜି ବି କିଛି ଅଞ୍ଚଳରେ ଲୋକଙ୍କ…

ଡ୍ରାଇଭର ବ୍ରେକ୍‌ ମାରିବା ସମୟରେ ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ଚାହୁଁଚାହୁଁ…

ପରଜଙ୍ଗ,୧୧ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲୋ ଟୋଲ୍‌ଗେଟ୍‌ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍‌ରେ ଭୟାବହ ଅଗ୍ନିକାଣ୍ଡ…

ସାଇକେଲ ଆରୋହୀଙ୍କ ଉପରେ ଟ୍ରାକ୍ଟର ମାଡ଼ି ଯାଇ ବିଲ ଭିତରକୁ ଓଲଟିଲା, ଚାଲିଗଲା ଜଣଙ୍କ ଜୀବନ, ଆଉ ଜଣେ …

ପାଟଣା,୧୧ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ-ସୋରାସକେଳା ରାସ୍ତାର ମୂଷାଖୋରୀ ପାଣି ଟାଙ୍କି ନିକଟରେ ବୁଧବାର ପୂର୍ବାହ୍ନରେ ଟ୍ରାକ୍ଟର ୨ଜଣ ସାଇକେଲ ଆରୋହୀଙ୍କ ଉପରେ…

ପୌର ନିର୍ବାଚନରେ ଭାଜପାର ବଡ଼ ବିଜୟ: ବିନା ଭୋଟ୍‌ରେ ହାତେଇଲା ୭୭ ଆସନ

ନୂଆଦିଲ୍ଲୀ, ୧୧।୧୧: ତ୍ରିପୁରାରେ ନଭେମ୍ବର ୨୭ ତାରିଖରେ ହେବାକୁ ଥିବା ପୌର ନିର୍ବାଚନ (Urban Local Bodies Elections) ପୂର୍ବରୁ ଭାଜପାକୁ ବଡ଼ ସଫଳତା ମିଳିଛି। ବିନା…

ଭୟଙ୍କର ରେଳ ଦୁର୍ଘଟଣା: ଇଞ୍ଜିନ ସହ ୭ଟି ବଗି ଲାଇନଚ୍ୟୁତ, ଯାତ୍ରୀଙ୍କ ମଧ୍ୟରେ ଖେଳାଗଲା ଆତଙ୍କ

ଗୁଆହାଟୀ,୧୧।୧୧: ଆସାମର ଗୁଆହାଟୀ ନିକଟରେ ବୁଧବାର ସକାଳେ ଏକ ଭୟଙ୍କର ରେଳ ଦୁର୍ଘଟଣା ଘଟିଛି। ଡିଗାରୁ ଅଞ୍ଚଳରେ ସାଇରାଙ୍ଗ-କୋଲକାତା ଏକ୍ସପ୍ରେସ୍‌ର ଇଞ୍ଜିନ ସମେତ ୭ଟି ବଗି ଲାଇନଚ୍ୟୁତ…

ପୃଥିବୀର ମାଲିକ

ବିଶ୍ୱର ଅନ୍ୟତମ ପ୍ରମୁଖ ଟେକ୍‌ କମ୍ପାନୀ ତଥା ଏଆଇ ଆଧାରିତ ଅତ୍ୟାଧୁନିକ ଚିପ୍ସ ପ୍ରସ୍ତୁତ କରୁଥିବା ଆମେରିକାର ଏନ୍‌ଭିଡିଆ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ତଥା…

୨୦୨୭ ବିଶ୍ୱକପ ପରେ ବିରାଟଙ୍କ ଅବସର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ! କୋଚ୍‌ଙ୍କ ବଡ଼ ଖୁଲାସା, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୧୧।୧୧: ବିରାଟ କୋହଲି ଭାରତ ପାଇଁ ବର୍ତ୍ତମାନ କେବଳ ଦିନିକିଆ ଫର୍ମାଟ୍‌ରେ ଖେଳୁଛନ୍ତି। ସେ ୨୦୨୪ରେ ଟି-୨୦ ଅନ୍ତର୍ଜାତୀୟ ଏବଂ ୨୦୨୫ରେ ଟେଷ୍ଟ କ୍ରିକେଟରୁ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?