କଙ୍ଗନାଙ୍କୁ ଧମକ: ଅଗଷ୍ଟ ୫ ରେ କୋର୍ଟରେ ହାଜର ହେବେ ଜାଭେଦ ଅଖତର…

ମୁମ୍ବାଇ,୨୭।୭ : ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଧମକ ଦେଇ ଗୀତିକାର ଜାଭେଦ ଅଖତରଙ୍କ ବିରୋଧରେ ମାମଲା ରୁଜୁ କରିବାର ଯଥେଷ୍ଟ କାରଣ ରହିଛି ବୋଲି ମୁମ୍ବାଇର ଏକ କୋର୍ଟ କହିଛନ୍ତି। ଅଖତରଙ୍କୁ କୋର୍ଟ ମଧ୍ୟ ନୋଟିସ ଜାରି କରିଛନ୍ତି। ତେବେ ଗୀତିକାରଙ୍କ ବିରୋଧରେ ଜବରଦସ୍ତ ବସୁଲି ମାମଲା କରାଯାଇ ନାହିଁ ବୋଲି କୋର୍ଟ କହିଛନ୍ତି।

ଅନ୍ଧେରୀ କୋର୍ଟର ମହାନଗର ନିଗମ ମାଜିଷ୍ଟ୍ରେଟ ଆରଏମ ଶେଖ ଜୁଲାଇ ୨୪ ରେ ଅଖତରଙ୍କ ବିରୋଧରେ ସମନ ଜାରି କରି ତାଙ୍କୁ ଅଗଷ୍ଟ ୫ ରେ କୋର୍ଟରେ ହାଜର ହେବାକୁ କହିଛନ୍ତି। ମାଜିଷ୍ଟ୍ରେଟ କହିଛନ୍ତି ଭାରତୀୟ ଦଣ୍ଡବିଧି ସଂହିତା ଅନୁଯାୟୀ ଅପରାଧିକ ଭୟଭୀତତା ତଥା ଜଣେ ମହିଳାଙ୍କ ଗାରିମାକୁ ଅପମାନିତ କରିବା ପାଇଁ ଅଙ୍ଗଭଙ୍ଗୀ କିମ୍ବା କାର୍ଯ୍ୟ କରିବା ଲାଗି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାର ଯଥେଷ୍ଟ କାରଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?