Posted inଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହାପରେ ରାଜ୍ୟ ଗୋଇାନ୍ଦା ବିଭାଗ ତତ୍ପର ହୋଇପଡିଛି। ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆତ୍ମଘାତୀ ବିସ୍ଫୋରଣରେ ମୁଖ୍ୟମନ୍ତ୍ରୀଙ୍କ ହତ୍ୟା ପାଇଁ ଏକ ଷଡଯନ୍ତ୍ର ହୋଇଥିବା ଜଣାପଡିଛି। ମାସେ ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରାଯିବ ବୋଲି ଏକ ଧମକପୂର୍ଣ୍ଣ ଚିଠି ତାଙ୍କ କାର୍ଯ୍ୟାଳୟକୁ ଆସିଥିଲା। ମାଓବାଦୀଙ୍କ ଦ୍ୱାରା ପୂର୍ବରୁ ଏକନାଥଙ୍କୁ ମଧ୍ୟ ହତ୍ୟା ଧମକ ଦିଆଯାଇଥିଲା।
ମୁଖ୍ୟମନ୍ତ୍ରୀଙ୍କୁ କିଏ ଧମକ ଦେଇଛି ସେ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ପ୍ରକାଶ ପାଇନାହିଁ। ଏହି ଧମକ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ବର୍ଷା ବାସଭବନ ଏବଂ ମୁଖ୍ୟମନ୍ତ୍ରୀଙ୍କ ପରିବାରର ସୁରକ୍ଷା ମଧ୍ୟ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri